Odia News Portal
Monthly Archives

October 2020

ଭୁବନେଶ୍ୱରରୁ ଆଜି ୮୧ କରୋନା ପଜିଟିଭ

ଭୁବନେଶ୍ୱର() ଆଜି ଭୁବନେଶ୍ୱରରୁ ମାତ୍ର ୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୯ ସ୍ଥାନୀୟ ଅଞ୍ଚଳରୁ ୬୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୨୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୯ ହଜାର ୧୫୩ କୁ…

ରାଜ୍ୟରେ କାର୍ଯ୍ୟକାରୀ ହେବ ଇ-ବିଧାନସଭା

ଭୁବନେଶ୍ୱର()   ଓଡ଼ିଶାରେ କାର୍ଯ୍ୟକାରୀ ହେବ ଇ-ବିଧାନସଭା । ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଯାଇଛି । ଏନେଇ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ସୂଚନା ଦେଇ କହିଛନ୍ତି ଯେ, ଶୀତ ଅଧିବେଶ ପରେ ଇ-ବିଧାନସଭା କାର୍ଯ୍ୟକାରୀ କରାଯିବାକୁ ନିଷ୍ପତ୍ତି ନିଆଯାଇଛି ।   ସମସ୍ତ…

ସି-ପ୍ଲେନ୍ ସେବାକୁ ମୋଦିଙ୍କ ସବୁଜ ପତାକା

ଅହମଦାବାଦ () ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଲୌହ ପୁରୁଷ ସରଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ଦେଶର ପ୍ରଥମ ସି-ପ୍ଲେନ ଉଦଘାଟନ କରିଛନ୍ତି। ଏହି ସି-ପ୍ଲେନ୍ କେବଡିଆରୁ ସାବରମତୀ ରିଭରଫ୍ରଣ୍ଟ ମଧ୍ୟରେ ଚାଲିବ। ଏହି ବିମାନରେ ୧୯ ଜଣଙ୍କ ବସିବା ବ୍ୟବସ୍ଥା ରହିଛି। ଏହି…

ବଦଳିଲା ସ୍କୁଲ ଖୋଲିବା ନିର୍ଦ୍ଦେଶ

ଭୁବନେଶ୍ୱର()  ବଦଳିଲା ସ୍କୁଲ ଖୋଲିବା ନିର୍ଦ୍ଦେଶ । ନଭେମ୍ବର ୧୫ପରେ ପର୍ଯ୍ୟାୟ କ୍ରମେ ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ନେବେ ସ୍କୁଲ ଓ ଗଣଶିକ୍ଷା ବିଭାଗ । ନଭେମ୍ବର ୩୦ ଯାଏଁ ସ୍କୁଲ ବନ୍ଦ ନିଷ୍ପତ୍ତି ଅପରିବର୍ତ୍ତିତ ରହିଛି । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସାନି ନିର୍ଦ୍ଦେଶନାମା…

୧ରୁ ରାଜ୍ୟରେ ପୁଣି ବର୍ଷିବ

ଭୁବନେଶ୍ୱର()  ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର ୪୮ ଘଣ୍ଟା ମଧ୍ୟରେ ଏହା ବାଂଲାଦେଶ ଉପକୂଳ ଆଡ଼କୁ ଗତି କରିବ ।…

ସ୍କୁଲ ଖୋଲିବା ନେଇ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର() ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଥିବା ବେଳେ ଆଜି ଅନଲକ୍-୬ର ଗାଇଡଲାଇନ୍ ଜାରି ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନ୍ ଅନୁସାରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ । ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲା ସ୍କୁଲ ଆସିପାରିବେ । ତେବେ ରାଜ୍ୟରେ…

ଧର୍ମାନୁଷ୍ଠାନ ଖୋଲିବା ନେଇ ବିଏମସି କମିଶନର ପ୍ରେମଚନ୍ଦ୍ରଙ୍କ ପ୍ରତିକ୍ରିିୟା

ଭୁବନେଶ୍ୱର()  ନଭେମ୍ବର ପାଇଁ ଆଜି ନୂଆ ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର । ଗାଇଡଲାଇନ୍ ଆସିବା ପରେ ଧର୍ମାନୁଷ୍ଠାନ ଖୋଲିବା ନେଇ ସ୍ଥାନୀୟ ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି । ଧର୍ମାନୁଷ୍ଠାନ ଖୋଲିବା ପ୍ରସଙ୍ଗରେ ବିଏମସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ନିଜର ପ୍ରତିକ୍ରିିୟା…

ଆଉ ୧୨ ମୁଣ୍ଡ ନେଲା କରୋନା, ସୁନ୍ଦରଗଡରୁ ସର୍ବାଧିକ

ଭୁବନେଶ୍ବର() ଆଜି ୧୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୩୨୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡରୁ…

ଆଜି ୧୪୭୦ କରୋନା ପଜିଟିଭ୍, ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ୯୦ ହଜାର ପାର

ଭୁବନେଶ୍ବର() ୨୪ ଘଣ୍ଟା ମଧ୍ୟରେ ୧୪୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…

ଅନଲକ୍-୬ର ଗାଇଡଲାଇନ୍ ଜାରି

ଭୁବନେଶ୍ୱର()  ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଥିବା ବେଳେ ଆଜି ଅନଲକ୍-୬ର ଗାଇଡଲାଇନ୍ ଜାରି ହୋଇଛି ।ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଏହି ଗାଇଡଲାଇନ୍ ଅନୁସାରେ କଣ୍ଟେନମେଣ୍ଟ ଜୋନରେ ଲକଡାଉନ୍ ଜାରି ରହିବ । ଅତ୍ୟାବଶ୍ୟକ ସେବାକୁ ବାଦ ଦେଲେ ଅନ୍ୟ ସେବାକୁ ମନା ହୋଇଛି ।…