Odia News Portal

ଶିଶୁମାନେ ସଂକ୍ରମିତ ହେବାର ଆଶଙ୍କା ଅଧିକ : DMET

ଭୁବନେଶ୍ଵର : କେନ୍ଦ୍ରର ତଥ୍ୟ ଅନୁସାରେ ଦେଶରେ ୧୨ ପ୍ରତିଶତ ଶିଶୁ କରୋନା ସଂକ୍ରମିତ ହେଉଛନ୍ତି। ଶିଶୁଙ୍କ ସିଭିୟରିଟି ଆଶଙ୍କା କମ୍ ରହିଛି। ସଂକ୍ରମଣ ଉପର ମୁଁହା ହେଲେ କୌଣସି ଲହର ଆସିଲା ବୋଲି ଜଣା ପଡିବ। ଏବେ ସେମିତି ଅବସ୍ଥା ନାହିଁ । ୧୮ ବର୍ଷରୁ ଉର୍ଦ୍ଧ୍ଵ ପ୍ରାୟ ସମସ୍ତେ ଟିକା ନେଇ…

ଆଜି ଶ୍ରାବଣ ମାସର ଶେଷ ସୋମବାର, ମହାଦେବଙ୍କୁ ପ୍ରଶନ୍ନ କରିବା ଲାଗି ପାଠ କରନ୍ତୁ ଏହି ସ୍ତୋତ୍ର

ଭୁବନେଶ୍ୱର: ଆଜି ହେଉଛି ଧାର୍ମିକ ମାସ ଶ୍ରାବଣ ମାସର ଶେଷ ସୋମବାର । ଏହି ମାସରେ ଶିବ ଭକ୍ତମାନେ ଜଳାଭିଶେକ କରିଥାନ୍ତି । ନିଜର ମନସ୍କମାନା ପୂରଣ ଲାଗି ଅନେକ ଦୂରରୁ ଜଳ ଆଣି ମହାଦେବଙ୍କ ଲାଗି କରନ୍ତି । ତେବେ ମହାଦେବଙ୍କୁ ପ୍ରଶନ୍ନ କରିବା ଲାଗି ଏହି ସ୍ତ୍ରୋତ ପାଠ କରନ୍ତୁ । ଭଗବାନ…

କଂଗ୍ରେସ ଛାଡିଲେ ସୁସ୍ମିତା ଦେବ

ନୂଆଦିଲ୍ଲୀ: ଦିନକୁ ଦିନ ଦୁର୍ବଳ ହେବାରେ ଲାଗୁଛି କଂଗ୍ରେସ । ଦଳର ଜଣଙ୍କ ପରେ ଜଣେ ତୁଙ୍ଗ ନେତା ଦଳ ଛାଡୁଛନ୍ତି । ନିୟମିତ ଭାବରେ ଜଣଙ୍କ ପରେ ଜଣେ ନେତା ଦଳ ଛାଡୁଛନ୍ତି ।ତେବେ ଏହାରି ଭିତରେ କଂଗ୍ରେସର ଜଣେ ବରିଷ୍ଠ ନେତ୍ରୀ ସୁସ୍ମିତା ଦେବ ଦଳରୁ ଇସ୍ତଫା ଦେଇଛନ୍ତି। ଏପରିକି ସେ ଅଖିଳ…

କାବୁଲ ବିମାନ ବନ୍ଦରରେ ଗୁଳିମାଡ଼: ୮ ମୃତ

କାବୁଲ: ଆଫଗାନିସ୍ତାନ ପରିସ୍ଥିତି ଅଣାୟତ୍ତ ହୋଇପଡିଥିବାବେଳେ କୌଣସି ଯାତ୍ରୀବାହୀ ବିମାନ ଆଫଗାନ ଆକାଶ ସୀମା ମଧ୍ୟରେ ଉଡାଣ ନକରିବାକୁ ସତର୍କ ସୂଚନା ଜାରି କରାଯାଇଛି। ଇତିମଧ୍ୟରେ ଆଫଗାନିସ୍ତାନରୁ ନିଜ ନାଗରିକଙ୍କୁ ଫେରାଇ ନେବାକୁ ଆମେରିକା ଏବଂ ବ୍ରିଟେନର ସୈନ୍ୟମାନେ କାବୁଲ ବିମାନ…

୨ କିଲୋ ୪ ଶହ ଗ୍ରାମର ଧଳା ଜହର ଜବତ

ବାଲେଶ୍ୱର: ପୁଣି ଜବତ ହେଲା ବ୍ରାଉନସୁଗାର । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଞ୍ଚଳରେ ବ୍ରାଉନସୁଗାର କାରବାର ହେଉଥିବା ବେଳେ ଏସଟିଏଫ ଟିମ୍ ଚଢଉ କରିଛି । ୨ କିଲୋ ୪ ଶହ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଏଟିଏଫ ଟିମ୍ । ୨ଟି ବାଇକ ବି ଜବତ ସହ ୩ ଜଣ ବେପାରୀଙ୍କୁ ଗିରଫ କରାଯାଇଛି । ଗିରଫ ତିନି…

ରାଜ୍ୟରେ ଆରମ୍ଭ ହେଲା ନବମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ନବମ ଶ୍ରେଣୀରେ ପାଠପଢ଼ା । କରୋନା ସଂକ୍ରମଣ କମିବା ପରେ ସ୍ଥିତିକୁ ଦୃଷ୍ଟିରେ ରଖି କ୍ଲାସରୁମରେ ପାଠପଢ଼ା ଆରମ୍ଭ ହୋଇଛି । ଅଭିଭାବକଙ୍କ ଅନୁମତି ନେଇ ପିଲାମାନେ ଆସିଛନ୍ତି ସ୍କୁଲ । ସକାଳ ୯ଟାରୁ କ୍ଲାସ ଆରମ୍ଭ ହୋଇଥିବା ବେଳେ ସାଢ଼େ ୧୨ଟାରେ…

ଶେରଗଡ ବ୍ଲକର ବିଭିନ୍ନ ସ୍କୁଲ ପରିଦର୍ଶନ କରି ସ୍ମାର୍ଟ କ୍ଲାସର ସ୍ଥିତି ପରଖିଲେ ୫-ଟି ସଚିବ

ଗଞ୍ଜାମ: ଦୁଇଦିନିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ୫-ଟି ସଚିବ । ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ତଥା ହିଞ୍ଜିଳିରେ ଗତକାଲି କିଛି ସ୍କୁଲକୁ ଯାଇ ପରିଦର୍ଶନ କରିବା ସହ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ୫-ଟି ସଚିବ ଭିକେ ପାଣ୍ଡିଆନ । ତେବେ ଆଜି ଶେରଗଡ଼ ବ୍ଲକର ୨୭ଟି ସ୍କୁଲର…

ହିଞ୍ଜିଳି ଶାସନ ଆମ୍ବଗାଁ ସ୍କୁଲର ଛାତ୍ରଛାତ୍ରୀଙ୍କ ସହ ଭିସିରେ କଥାହେଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ରାଜ୍ୟରେ ଶିକ୍ଷାର ବିକାଶ ଦିଗରେ ଫୋକସ ଦେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଶିକ୍ଷାର ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବାକୁ ରଖାଯାଇଛି ମୁଖ୍ୟ ଲକ୍ଷ୍ୟ । ଏହି ଅବସରରେ ହିଞ୍ଜିଳି ବ୍ଲକ ଶାସନ ଆମ୍ବ ଗାଁ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ସହ ଭିସି ଜରିଆଲେ…

ଆଜି ସୈଫ ଅଲ୍ଲୀ ଖାନଙ୍କ ଜନ୍ମଦିନ

ମୁମ୍ବାଇ: ବଲିଉଡ ଅଭିନେତା ସୈଫଅଲ୍ଲୀ ଖାନଙ୍କ ଆଜି ହେଉଛି ଜନ୍ମଦିନ । ୫୧ ବର୍ଷରେ ପାଦ ଥାପିଛନ୍ତି ସୈଫ । ୧୯୭୦ ମସିହାରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ ସୈଫ । ତେବେ ପିଲାଟି ଦିନରୁ ହିଁ ଅଭିନୟ ପ୍ରତି ରୁଚି ରଖିଥିଲେ ସେ । ବଲିଉଡରେ ସଫଳ କଳାକାରଙ୍କ ମଧ୍ୟରେ ସୈଫ ଅନ୍ୟତମ । ତେବେ ସୈଫ…

ଖୋଲିଲା ବଡ଼ଦେଉଳ: ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ଶ୍ରୀକ୍ଷେତ୍ରବାସୀ

ପୁରୀ : ଦୀର୍ଘ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ଆଜିଠୁ ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର । କେବଳ ପୁରୀ ସହର ବାସିନ୍ଦା ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ଶ୍ରୀମନ୍ଦିର ପ୍ରଶାସନ କରିଥିବା ଟୋକନ୍ ବ୍ୟବସ୍ଥା ଅନୁସାରେ ସକାଳ ୭ଟାରୁ ଆରମ୍ଭ ହୋଇଛି ଓ୍ୱାର୍ଡଓ୍ୱାରୀ…