Odia News Portal

ବରିଷ୍ଠ ସାମ୍ବାଦିକ ବିନୋଦ ଦୁଆଙ୍କ ପରଲୋକ

ବରିଷ୍ଠ ସାମ୍ବାଦିକ ବିନୋଦ ଦୁଆଙ୍କ ପରଲୋକ
ବରିଷ୍ଠ ସାମ୍ବାଦିକ ପଦ୍ମଶ୍ରୀ ବିନୋଦ ଦୁଆଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି । ମୃତ୍ୟୁ ବେଳଙ୍କୁ ତାଙ୍କୁ ୬୭ ବର୍ଷ ବୟଷ ହୋଇଥିଲା । କରୋନାରେ ଆକ୍ରାନ୍ତ ହୋଇ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ହେଉଥିଲେ । ହେଲେ ଆଜି ତାଙ୍କର ମୃତ୍ୟୁ ହୋଇଛି ।