Odia News Portal

ITDA ଯନ୍ତ୍ରୀ ସନ୍ତୋଷ ଦାସ ଗିରଫ


ବାରିପଦା ଆଇଟିଡିଏ ଯନ୍ତ୍ରୀ ସନ୍ତୋଷ ଦାସ ଗିରଫ । ଯନ୍ତ୍ରୀ ସନ୍ତୋଷ ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ । ଭିଜିଲାନ୍ସ ଚଢାଉ ବେଳେ ଜବତ ହୋଇଥିଲା ବିପୁଳ ସମ୍ପତ୍ତି । ତାଙ୍କ ପାଖରୁ ୨ କୋଟି ୮୦ ଲକ୍ଷ ୫୬ ହଜାର ଟଙ୍କା ଜବତ ହୋଇଥିଲା ।ଏକକାଳୀନ ୧୧ଟି ସ୍ଥାନରେ ଚଢାଉ କରିଥିଲା ପୋଲିସ । ଯନ୍ତ୍ରୀ ସନ୍ତୋଷ ଦାସ ଓ ତାଙ୍କ ପତ୍ନୀଙ୍କ ନାଁରେ ବି ମାମଲା ରୁଜୁ ହୋଇଛି ।