Odia News Portal

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନାର ସ୍ଥିତି

ନୂଆଦିଲ୍ଲୀ: ଦେଶରେ ଗତ ଶୁକ୍ରବାର ଦିନକ ମଧ୍ୟରେ ୧୦,୩୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିନକରେ ୨୬୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏଥିସହିତ ଦିନକ ମଧ୍ୟରେ ୧୧,୭୮୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂପ୍ରତି ଦେଶରେ ୧,୨୪,୮୬୮ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି । ଦେଶରେ ଏପର୍ଯ୍ୟନ୍ତ ମୋଟ ୧,୧୫,୭୯,୬୯,୨୭୪ ପାନ କୋଭିଡ ଟିକା ଦିଆଯାଇଛି । କେବଳ ଗତ ଶୁକ୍ରବାର ଦିନ ୫୧.୫୯ ଲକ୍ଷ ପାନରୁ ଅଧିକ ଟିକା ଦିଆଯାଇଛି ।