Odia News Portal

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୮ ହଜାରରୁ ସାମାନ୍ୟ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୨ରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୮,୧୬୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୧୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୩୯,୫୩,୪୭୫ରେ ପହଞ୍ଚିଛି।