Odia News Portal

ଆଜି ରାଜ୍ୟରେ ୫ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୫ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସୁନ୍ଦରଗଡ ଜିଲାରେ ୨ ଜଣ ପ୍ରାଣ ହରାଇଥିବାବେଳେ ବରଗଡ, ଖୋର୍ଦ୍ଧା ଓ ଝାରସୁଗୁଡା ଜିଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୨୯୦କୁ ବୃଦ୍ଧିପାଇଛି ।