Odia News Portal

ସଞ୍ଜୟଙ୍କୁ ଯୋଜନା ବୋର୍ଡ ଉପାଧ୍ୟକ୍ଷ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମା ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ଭାବରେ ନିଯୁକ୍ତି ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ତାଙ୍କୁ କ୍ୟାବିନେଟ ମନ୍ତ୍ରୀ ପାହ୍ୟା ମିଳିବ।