Odia News Portal

ବୁଦ୍ଧ ପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଆଜି ପବିତ୍ର ବୁଦ୍ଧ ପୂର୍ଣ୍ଣିମା । ଏହି ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଦ୍ଧଙ୍କ ପ୍ରଦର୍ଶିତ ସତ୍ୟ ଓ ଶାନ୍ତିର ମାର୍ଗ ପ୍ରତିଟି ଜୀବନକୁ ଆଲୋକିତ କରୁ୍ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।