Odia News Portal

ଆଜି ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଆଜିଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ସଂସଦର ସେଣ୍ଟ୍ରାଲ ହଲରେ ବିଭିନ୍ନ ନେତାଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ରାଜ୍ୟର ସ୍ବାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ବି ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ ।