Odia News Portal

କୋଭିଡ଼ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ

କଟକ() କଟକ ଜଗତପୁରର ସଦଗୁରୁ କୋଭିଡ଼ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ହସ୍ପିଟାଲର ଆଇସିୟୁରେ ନିଆଁ ଲାଗିଛି । ନିଆଁକୁ ଆୟତ କରିବାରେ ପ୍ରୟାସ ଜାରି ରଖିଛି ଦମକଳ ବାହିନୀ । କିନ୍ତୁ କିପରି ଓ କାହିଁକି ନିଆଁ ଲାଗିଛି ସେନେଇ କୌଣସି ସ୍ପଷ୍ଟ କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ ।