Odia News Portal

ଭୁବନେଶ୍ୱରରୁ ଆଉ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର() ଆଜି  ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୨୪୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୮୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୧୬ ହଜାର ୯୩୩କୁ ବୃଦ୍ଧି ପାଇଛି ।