Odia News Portal

ରାଜଧାନୀରୁ ଆଉ ୩୦୫ କରୋନା ପଜିଟିଭ, ଜାଣନ୍ତୁ ସମ୍ପୁର୍ଣ୍ଣ ତଥ୍ୟ

ଭୁବନେଶ୍ୱର() ଆଜି ବି  ଭୁବନେଶ୍ୱରରୁ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧୫ ଜଣ ଚିହ୍ନଟ ହୋଇଛନ୍ତି ।  ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୧୭ ହଜାର ୯୨୫ କୁ ବୃଦ୍ଧି ପାଇଛି ।

 

ମୋଟ ୧୭,୯୨୫ ପଜିଟିଭ ମଧ୍ୟରୁ ୬୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୩,୬୩୧ ଜଣ ସୁସ୍ଥ ଓ ୪,୨୧୨ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି ।