Odia News Portal

ପରଲୋକରେ ପୂର୍ବତନ ମନ୍ତ୍ରୀ ଭାଗବତ ମହାନ୍ତି

ଭୁବନେଶ୍ୱର() ପରଲୋକରେ ପୂର୍ବତନ ମନ୍ତ୍ରୀ ଭାଗବତ ପ୍ରସାଦ ମହାନ୍ତି । ୯୨ ବର୍ଷରେ ଭୁବନେଶ୍ୱର ସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।ସେ କେନ୍ଦ୍ରାପଡ଼ା ବିଧାନସଭା ମଣ୍ଡଳୀରୁ ୩ ଥର ନିର୍ବାଚିତ ହୋଇଥିଲେ। ବିଧାୟକ ହେବା ସମୟରେ ସେ ୨ ଥର(ରାଜସ୍ବ ଓ ଶିକ୍ଷା)ମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ଏହି ସମୟରେ ସେ କିଷାନ ସତ୍ୟାଗ୍ରହ, ସମବାୟ ଆନ୍ଦୋଳନ ସହ ରାଜ୍ୟର ଶିକ୍ଷା ଓ ସମବାୟ କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିଥିଲେ।