Odia News Portal

୧୪.୨୫ କୋଟି ଟଙ୍କାରେ ନିଲାମ ହେଲେ ମ୍ୟାକ୍ସୱେଲ୍

ଚେନ୍ନାଇ: ଆଇପିଏଲ ୨୦୨୧ ପାଇଁ ପ୍ଲେୟାର ଅକ୍ସନ ଆଜି ଆରମ୍ଭ ହୋଇଛି । ପ୍ରଥମ ଦିନରେ ରେକର୍ଡ ଦାମରେ ବିକ୍ରି ହୋଇଛନ୍ତି ଦକ୍ଷିଣ ଆଫ୍ରିକାର କ୍ରିସ୍ ମୋରିସ ।ସେହିଭଳି ମ୍ୟାକ୍ସୱେଲଙ୍କୁ କିଣିଲା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର । ୧୪.୨୫ କୋଟି ଟଙ୍କାରେ ବିକ୍ରି ହୋଇଛନ୍ତି । ତେବେ ତାଙ୍କର ବେସ୍ ପ୍ରାଇସ୍ ୨ କୋଟି ଟଙ୍କା ରହିଥିଲା । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ଆଇପିଏଲ ଅକ୍ସନର ବର୍ତ୍ତମାନ ପର୍ଯ୍ୟନ୍ତ ସବୁଠାରୁ ଦାମୀ ଖେଳାଳୀ ଭାବେ କ୍ରିସ୍ ମୋରିସଙ୍କର ନିଲାମୀ ହୋଇଛି ।

ଏଥର ଆରସିବି ଟିମରେ ଜଲୱା ଦେଖାଇବେ ଅଷ୍ଟ୍ରେଲିଆର ଧୂଆଁଧାର ବ୍ୟାଟ୍ସମ୍ୟାନ୍ ଗ୍ଲେନ୍ ମ୍ୟାକ୍ସୱେଲ୍ । ମ୍ୟାକ୍ସୱେଲଙ୍କୁ କିଣିଲା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର । ୧୪.୨୫ କୋଟି ଟଙ୍କାରେ ବିକ୍ରି ହେଲେ ମ୍ୟାକ୍ସୱେଲ୍ । ତେବେ ତାଙ୍କର ବେସ୍ ପ୍ରାଇସ୍ ୨ କୋଟି ଟଙ୍କା ରହିଥିଲା । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ଆଇପିଏଲ ଅକ୍ସନର ବର୍ତ୍ତମାନ ପର୍ଯ୍ୟନ୍ତ ସବୁଠାରୁ ଦାମୀ ଖେଳାଳୀ ଭାବେ କ୍ରିସ୍ ମୋରିସଙ୍କର ନିଲାମୀ ହୋଇଛି ।