Odia News Portal

ରାଜ୍ୟରୁ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ପୁଣି ବୃଦ୍ଧି ପାଇଲା ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । ଓଡିଶାରୁ ଆଉ ୩୨ ଓମିକ୍ରନ୍ ପଜିଟିଭ୍ ଚିହ୍ନଟ ହେବା ସହ ରାଜ୍ୟରେ ମୋଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି । ଏନେଇ ଆଇଏଲଏସ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି ।