Odia News Portal

ପ୍ରମୋଦ ଭଗତଙ୍କୁ ଖେଳରତ୍ନ

ଭୁବନେଶ୍ୱର: ଓଡିଶାର ପ୍ରମୋଦ ଭଗତଙ୍କୁ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ ମିଳିଛି । ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ଉତ୍ସବରେ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଟୋକିଓ ପାରାଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ପାଇଁ ଖେଳରତ୍ନ ପୁରସ୍କାର ପ୍ରଦାନ କରାଯାଇଛି । ଜାଭଲିନ ଥ୍ରୋରେ ସ୍ୱର୍ଣ୍ଣ ଜିତିଥିବା ନୀରଜ ଚୋପ୍ରାଙ୍କୁ ଖେଳରତ୍ନ ପୁରସ୍କାର ପ୍ରଦାନ କରାଯାଇଛି । ଶ୍ରେଷ୍ଠ ପ୍ରଦର୍ଶନ ପାଇଁ   ଏକସଙ୍ଗେ ୧୨ ଜଣଙ୍କୁ ଖେଳରତ୍ନ ପୁରସ୍କାର ଦିଆଯାଇଛି ।