Odia News Portal

ରାଜ୍ୟସଭା ନିର୍ବାଚନ ସ୍ଥଗିତ

ନୂଆଦିଲ୍ଲୀ, () ସାରା ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟସଭା ନିର୍ବାଚନକୁ ସ୍ଥଗିତ ରଖାଯାଇଛି । ନିର୍ବାଚନକୁ ସ୍ଥଗିତ ରଖିଛନ୍ତି ଭାରତୀୟ ନିର୍ବାଚନ କମିସନ । ଉଲ୍ଲେଖଯୋଗ୍ୟ ଯେ ମାର୍ଚ୍ଚ ୨୬ରେ ହେବାକୁ ଥିଲା ରାଜ୍ୟସଭା ନିର୍ବାଚନ ।