Odia News Portal

ଖାକିରେ ଲାଗିଲା ଦାଗ


ଟାଙ୍ଗୀ ଥାନା ମଙ୍ଗୁଳି ପୋଲିସ ଆଉଟ ପୋଷ୍ଟ ଭିତରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି । ଡ୍ୟୁଟି ସମୟରେ ଜଣେ ହୋମଗାର୍ଡ ଏହି କାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି । ଏହି ଘଟଣା ସାମ୍ନାକୁ ଆସିବା ପରେ ପୋଲିସ ତଦନ୍ତ ଜାରୀ ରଖିଥିବା ବେଳେ ହୋମଗାର୍ଡ ସହିତ ୩ ଜଣଙ୍କୁ ଅଟକ ରଖିଛି ।