ଆସନ୍ତାକାଲି ଓଡ଼ିଶା ବନ୍ଦ, କେଉଁ ସେବା ରହିବ ଖୋଲା ?
ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା, MMDR ବିଲ୍ ପ୍ରତ୍ୟାହାର ଏବଂ ପାଠ୍ୟପୁସ୍ତକରେ ତ୍ରୁଟି ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ରାଜ୍ୟ କଂଗ୍ରେସ ଓ ବାମ ଦଳଗୁଡ଼ିକ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ ଅନେକ ଅଣବିଜେପି ଦଳ ସମର୍ଥନ…
