ଏଫ୍ଏମ୍ କଲେଜ ପୀଡିତା ଭୁବନେଶ୍ୱର ଏମ୍ସର ଭେଣ୍ଟିଲେଟର ସପୋର୍ଟରେ
ନିଜ ଜୀବନ ନେବାକୁ ଉଦ୍ୟମ କରିଥିବା ଫକୀର ମୋହନ କଲେଜ ଛାତ୍ରୀ ବର୍ତ୍ତମାନ ଭୁବନେଶ୍ୱର ଏମ୍ସରେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କୁ ସ୍ୱତନ୍ତ୍ର ବର୍ଣ୍ଣ ୱାର୍ଡର ଆଇସିୟୁରେ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଛି। ତାଙ୍କ ଶରୀର ପ୍ରାୟ ୯୦ ପ୍ରତିଶତ ପୋଡ଼ିଯାଇଛି। ୮ ଜଣିଆ ଡାକ୍ତରୀ!-->…