Odia News Portal

୧୧ରୁ ୩ କାମ କରାଇଲେ ଦଣ୍ଡ

ପ୍ରବଳ ଖରାରେ କାମ କରାଇବାକୁ କଡା ଭାବେ ବାରଣ । ଏନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର । ଦିନ ୧୧ ଟାରୁ ୩ଟା ଭିତରେ ବାହାରେ କାମ କରାଇବାକୁ ମନା । ନିର୍ଦ୍ଦେଶ ଅବମାମନନା ହେଲେ ସଂପୃକ୍ତ ଅଧିକାରୀଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେବ । ବିପର୍ଯ୍ୟ ପରିଚାଳନା ଆଇନ…

ଖୁବ ଶୀଘ୍ର ଆସିବ ବିଜେଡି ନିର୍ବାଚନୀ ଇସ୍ତାହାର

 ଶୀଘ୍ର ଆସିବ ବିଜେଡିର ନିର୍ବାଚନୀ ଇସ୍ତାହାର । ଗତ ଶନିବାର ଶଙ୍ଖ ଭବନରେ ପ୍ରଥମ ବୈଠକ ବସିବା ପରେ ମତାମତ ଆସିବା ଆରମ୍ଭ ହୋଇଛି । ଏଥର ଛାତ୍ର ଓ ଯୁବକଙ୍କୁ ଇସ୍ତାହରରେ ବିଜେଡି ଦେବ ପ୍ରାଥମିକତା ।ଚାଷୀ, ମହିଳାଙ୍କ ପରି ବିଜେଡି ଫୋକସରେ ଯୁବକ ଓ ଛାତ୍ର । ଏଥର ବି ଦଳର ନିର୍ବାଚନୀ…

ଖରାଦିନେ ଖାଆନ୍ତୁନି ଏହି ଖାଦ୍ୟ

ଦିନକୁ ଦିନ କଲବଲ କଲାଣି ତାତି । ଅସ୍ତବ୍ୟସ୍ତ ହେଲାଣି ଜନଜୀବନ । ଏପରି ପରିସ୍ଥିତିରେ ଖରାରୁ ରକ୍ଷା ପାଇବାକୁ ସତର୍କତା ଅବଲମ୍ୱନ କରିବା ସହ ସ୍ୱାସ୍ଥ୍ୟ ଉପରେ ମଧ୍ୟ ବିଶେଷ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି । ବିଶେଷଜ୍ଞମାନେ କହିଛନ୍ତି ଯେ ଯଦି ଆପଣ ଗ୍ରୀଷ୍ମ ଋତୁରେ ସୁସ୍ଥ ରହିବାକୁ…

ଯାଜପୁର ପୌରପାଳିକାରେ ପ୍ରଚାର ଆରମ୍ଭ କଲା ବିଜେଡି

ଯାଜପୁର ପୌରପାଳିକାରେ ପ୍ରଚାର ଆରମ୍ଭ କଲା ବିଜେଡି। ସ୍ଥାନୀୟ ବିରଜା କଲ୍ୟାଣ ମଣ୍ଡପରେ ଆୟୋଜିତ କର୍ମୀ ସମ୍ମିଳନୀରେ ଯୋଗଦେଲେ ବିଜେଡି ବିଧାୟିକା ପ୍ରାର୍ଥିନୀ ସୁଜାତା ସାହୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରକୁ ପାଥେୟ କରି ନିଜ ସପକ୍ଷରେ ଭୋଟ ଭିକ୍ଷା କରିଛନ୍ତି।…

ଶାହାଙ୍କୁ ଟକ୍କର ଦେବେ ସୋନାଲ ପଟେଲ

ଗୁଜରାଟର ଗାନ୍ଧୀନଗର ଲୋକ ସଭା ନିର୍ବାଚନ ମଣ୍ଡଳୀରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିପକ୍ଷରେ କଂଗ୍ରେସରୁ ସୋନାଲ ପଟେଲ ଲଢ଼େଇ କରିବେ। ସୋନାଲ କହିଛନ୍ତି, ବରିଷ୍ଠ ଭାଜପା ନେତାଙ୍କ ବିରୋଧରେ ନିର୍ବାଚନ ଲଢ଼ିବାକୁ ସେ ଆଦୌ ଦ୍ୱିଧା କରୁନାହାନ୍ତି କି ଭୟ ବି…

‘ସଂକଳ୍ପ ପତ୍ର’ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ମୋଦି

୨୦୨୪ ନିର୍ବାଚନ ପାଇଁ ନିର୍ବାଚନୀ ଇସ୍ତାହାର 'ସଂକଳ୍ପ ପତ୍ର' ଜାରି କଲା ବିଜେପି । ଦିଲ୍ଲୀ ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ନିର୍ବାଚନୀ ଇସ୍ତାହାର କମିଟିର ମୁଖ୍ୟ ରାଜନାଥ ସିଂହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ…

ଡାଲି ମୂଲ୍ୟ ହ୍ରାସ କରିବାକୁ ସରକାରଙ୍କ ପ୍ରସ୍ତୁତି

ଡାଲିର ହୋର୍ଡିଂକୁ ରୋକିବା ଏବଂ ମୂଲ୍ୟ ହ୍ରାସ କରିବାକୁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତି ଚଳାଇଛନ୍ତି। ଏଭଳି କାର୍ଯ୍ୟରେ ଜଡିତ ବ୍ୟବସାୟୀମାନଙ୍କୁ ସରକାର ଚେତାବନୀ ଦେଇଛନ୍ତି ଯେ ଡାଲି ରଖିବା ପାଇଁ ଜରୁରୀ ସାମଗ୍ରୀ ଅଧିନିୟମ ଅନୁଯାୟୀ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସରକାରୀ…

ବଲିଉଡ଼ ଅଭିନେତା ସଲମାନ ଖାନଙ୍କ ମୁମ୍ବଇସ୍ଥିତ ବାସଭବନ ବାହାରେ ଗୁଳି ଫୁଟିଛି

ବଲିଉଡ଼ ଅଭିନେତା ସଲମାନ ଖାନଙ୍କ ମୁମ୍ବଇସ୍ଥିତ ବାସଭବନ ବାହାରେ ଗୁଳି ଫୁଟିଛି। ରବିବାର ସକାଳ ୫ଟା ସମୟରେ ମୋଟରସାଇକେଲରେ ଆସି ଜଣେ ଅଜଣା ବ୍ୟକ୍ତି ବାନ୍ଦ୍ରାସ୍ଥିତ ସଲମାନ ଖାନଙ୍କ ଘର ବାହାରେ ଅନେକ ରାଉଣ୍ଡ ଫାଙ୍କା ଗୁଳି ଚାଳନା କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ମୁମ୍ବଇ ପୁଲିସ ଘଟଣାର…

ବାଲୁକା କଳାରେ ଓଡ଼ିଆ ନବବର୍ଷ ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ଆଜି ମହାବିଷୁବ ସଂକ୍ରାନ୍ତି ଏବେ ଉତ୍କଳୀୟ ନବବର୍ଷ ବା ଓଡିଆ ନବବର୍ଷ । ଏହି ଉପଲକ୍ଷେ ପୁରୀ ସ୍ୱର୍ଣ୍ମାଭ ବେଳାଭୂମିରେ ଏକ ସୁନ୍ଦର ବାଲୁକାକଳା ନିର୍ମାଣ କରିଛନ୍ତି ପ୍ରଖ୍ୟାତ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ସୁଦର୍ଶନ ବାଲୁକାକଳାରେ ମହାପ୍ରଭୁଙ୍କ ପ୍ରତିକୃତି ନିର୍ମାଣ…

ତେଜିଲା ଇରାନ୍ ଇସ୍ରାଏଲ୍ ଯୁଦ୍ଧ

କ୍ଷେପଣାସ୍ତ୍ର ମାଡ଼ ସହ ଡ୍ରୋନ୍ ଆକ୍ରମଣ କରୁଛି ଇରାନ୍ । ହାଇଆଲର୍ଟ ମୋଡ୍‌ରେ ଇସ୍ରାଏଲ୍ ସେନା । ସମସ୍ତ ପ୍ରକାର ବିମାନ ସେବା ବନ୍ଦ କଲା ଇସ୍ରାଏଲ୍ । ଏହା ଘୋଷଣା କରିଛି ଇସ୍ରାଏଲ୍ । ଇସ୍ରାଏଲ୍ ପ୍ରତିରକ୍ଷା ପ୍ରଣାଳୀକୁ ସକ୍ରିୟ କରିଛି ଏବଂ ଲୋକଙ୍କୁ ଚେତାବନୀ ଦେଇଛି । ମୁଖ୍ୟ ସାମରିକ…