Odia News Portal

ରାଜଧାନୀରୁ ଆଉ ୩୦୧ ପଜିଟିଭ, ୨୧୮ ଲୋକାଲ କେସ

ଭୁବନେଶ୍ୱର() ଆଜି ବି  ଭୁବନେଶ୍ୱରରୁ ୩୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୦୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮୩ ଓ ସ୍ଥାନୀୟ ଅଞ୍ଚଳରୁ ୨୧୮ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

 


ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୯୫୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୫୭୪୬ ଜଣ ସୁସ୍ଥ ହୋଇଛନ୍ତି ଓ ୭୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୭୧୧ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।