ଆଜି ଆଉ ୮ ମୁଣ୍ଡ ନେଲା କରୋନା, କଟକରୁ ସର୍ବାଧିକ

ଭୁବନେଶ୍ୱର() ଆଜି ରାଜ୍ୟରେ ୩୬୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କଟକରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବୌଦ୍ଧ, କନ୍ଧମାଳ, ରାୟଗଡା, ସମ୍ବଲପୁର, ସୁବର୍ଣ୍ଣପୁରରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Share

Leave a Reply

Your email address will not be published. Required fields are marked *