Odia News Portal

ମହମ୍ମଦ ମୋକିମଙ୍କୁ କରୋନା

ଭୁବନେଶ୍ବର() ବିଧାୟକଙ୍କଠାରୁ ଆରମ୍ଭ କରି ମନ୍ତ୍ରୀମାନେ ମଧ୍ୟ ଧିରେ ଧିରେ ଏହାର କବଜାକୁ ଆସିବାରେ ଲାଗିଛନ୍ତି । ଏହାରି ମଧ୍ୟରେ କଟକ-ବାରବାଟୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ୍ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନିକଟରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସେମାନେ ନିଜର ପରୀକ୍ଷା କରାଇନେବାକୁ ସେ ଅନୁରୋଧ କରିଛନ୍ତି।