Odia News Portal

୯ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର()  ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼ ସମ୍ବଲପୁର ଏବଂ ମୟୂରଭଞ୍ଜ ।