Odia News Portal
Browsing Tag

4 children with 8 death

ଉତ୍ତର ପ୍ରଦେଶରେ ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ, 8 ମୃତ

ଗୋଣ୍ଡା: ରନ୍ଧନ ଗ୍ୟାସ୍‌ ସିଲିଣ୍ଡର୍‌ ବିସ୍ଫୋରଣ ଘଟିବାରୁ ୪ଜଣ ପିଲାଙ୍କ ସମେତେ ୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଆହତ ହୋଇଛନ୍ତି। ଉତ୍ତର ପ୍ରଦେଶର ଗୋଣ୍ଡା ଜିଲ୍ଲା ୱାଜିର୍‌ଗଞ୍ଜ ଅଞ୍ଚଳ ଅନ୍ତର୍ଗତ ଟିକ୍ରି ଗ୍ରାମରେ ଏହି ଘଟଣା ଘଟିଛି । ଏହି ବିସ୍ଫୋରଣ ହେତୁ ପାଖରେ ଥିବା…