Odia News Portal
Browsing Tag

arun sahoo

ମନ୍ତ୍ରୀ ଅରୁଣ ସାହୁଙ୍କ ବିରୋଧରେ ସାଂଘାତିକ ଷଡଯନ୍ତ୍ର

ଭୁବନେଶ୍ବର () ନୟାଗଡ ପରୀ ହତ୍ୟା ଘଟଣାକୁ ନେଇ ଏବେ ରାଜ୍ୟ ରାଜନୀତି ଉଠୁଛି ପଡୁଛି । କଂଗ୍ରେସ ଓ ବିଜେପି ହାତରେ ସରକାରଙ୍କୁ ଘେରିବାକୁ ପ୍ରସଙ୍ଗ ନଥିବାରୁ ସେମାନେ ଏବେ ଏହାକୁ ଅସ୍ତ୍ର କରିଛନ୍ତି । ଏସବୁ ଭିତରେ ସୋସିଆଲ ମିଡିଆରେ ଘୁରୁଥିବା ଏକ ଫଟୋ ବୟାନ କରୁଛନ୍ତି ଷଡଯନ୍ତ୍ରର ସାଂଘାତିକ…

ବର୍ଷସାରା ନିରୋଗ ଓ ଉନ୍ନତ ମାଛ ଯାଆଁଳ ମିଳିବ

ଭୁବନେଶ୍ୱର () ମାଛ ସହଜରେ ଉପଲବ୍ଧ ଏକ ସ୍ୱାଦଯୁକ୍ତ ଓ ପୁଷ୍ଟିକର ଖାଦ୍ୟ ହୋଇଥିବାବେଳେ ମତ୍ସ୍ୟଚାଷ ରାଜ୍ୟ ଅର୍ଥନୀତିରେ ଏକ ମହତ୍ତ୍ୱପୂର୍ଣ୍ଣ ଯୋଗଦାନ କରିଥାଏ । ଏହା ଏକ ଗୁରୁତ୍ୱପୂର୍ଣ୍ଣ ଜୀବନଜୀବିକାର ପନ୍ଥା ହୋଇଥିବାବେଳେ ଏଥିରେ ଆତ୍ମନିଯୁକ୍ତିର ଭରପୂର ସୁଯୋଗ ରହିଛି । କୃଷକମାନଙ୍କ ଆୟ…

କୋଭିଡ୍ ଗାଇଡଲାଇନ ଅନୁଯାୟୀ ରାଜ୍ୟରେ ଖୋଲିବ କ୍ୟାମ୍ପସ

ଭୁବନେଶ୍ୱର() କୋଭିଡ୍ ଗାଇଡଲାଇନ ଅନୁଯାୟୀ ରାଜ୍ୟରେ ଖୋଲିବ କ୍ୟାମ୍ପସ । ବିଶ୍ବବିଦ୍ୟାଳୟ କ୍ୟାମ୍ପସ ଖୋଲିବା ନେଇ ଆଜି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ । ସେ କହିଛନ୍ତି ଯେ, ‘ରାଜ୍ୟରେ କରୋନା ମିଟର ଧିରେ ଧିରେ କମୁଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଗାଇଡଲାଇନ ଅନୁଯାୟୀ…

୨୩୦ ଭୂମିହୀନଙ୍କୁ ଭୂମି ପ୍ରମାଣପତ୍ର ପ୍ରଦାନ

ନୟାଗଡ()  ଶେଷରେ ବହୁ ପ୍ରତିକ୍ଷାର ଅନ୍ତ ଘଟିଛି। ଓଡିଶା ସରକାରଙ୍କ ଐତିହାସିକ ଜାଗା ମିଶନ ରେ ଆଜି ନୟାଗଡ଼ ପୌରାଞ୍ଚଳ ପକ୍ଷରୁ ସହରାଞ୍ଚଳର ୨୩୦ ବସ୍ତି ବାସିନ୍ଦା ତଥା ଭୂମିହୀନଙ୍କୁ ଭୂମି ପ୍ରମାଣପତ୍ର ପ୍ରଦାନ କରାଯାଇଛି। ଜାଗା ମିଶନ ଆନୁକୁଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…

ଓଡ଼ିଶାରେ ନିରପେକ୍ଷତା ଓ ସ୍ୱଚ୍ଛତାରେ ଭିସି ଚୟନ ହୋଇଥାଏ

ଭୁବନେଶ୍ୱର()  ଓଡ଼ିଶାରେ ନିରପେକ୍ଷତା ଓ ସ୍ୱଚ୍ଛତାରେ ଭିସି ଚୟନ ହୋଇଥାଏ ବୋଲି  ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ।  ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲକୁ ନେଇ ଆଜି ଗୃହରେ ନିଜର ବିବୃତି ରଖିବା ଅବସରରେ ମନ୍ତ୍ରୀ ଶ୍ରୀ ସାହୁ କହିଛନ୍ତି । ସେ କହିଛନ୍ତି ଯେ, ଅନ୍ୟ ରାଜ୍ୟରେ ଭିସି…

ବିଶ୍ୱବିଦ୍ୟାଳୟର ସ୍ୱାତନ୍ତ୍ରତା କ୍ଷୁଣ୍ଣ କରିବ ନାହିଁ

ଭୁବନେଶ୍ୱର() ଉଚ୍ଚଶିକ୍ଷା ବିଭାଗରେ ଅନେକ ପୂର୍ବପ୍ରଚଳିତ ଆଇନ ସାଂପ୍ରତିକ ସ୍ଥିତିରେ ତାହାର ପ୍ରାସଙ୍ଗିକତା ହରାଇଥିବାରୁ ସେଥିରେ ସଂଶୋଧନର ଆବଶ୍ୟକତା ଅନୁଭବ କରାଯାଇଥିଲା । ଏପରି ସ୍ଥିତିରେ ଓଡିଶାର ଉଚ୍ଚଶିକ୍ଷା କ୍ଷେତ୍ରରେ ସୁଧାର ଆଣିବା ନିମନ୍ତେ ଓଡିଶା ବିଶ୍ୱବିଦ୍ୟାଳୟ ଅଧିନିୟମ ୧୯୮୯ର…

ଅରୁଣ ସାହୁଙ୍କୁ କରୋନା

ଭୁବନେଶ୍ୱର()ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଅରୁଣ ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ…

କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବୈଜ୍ଞାନିକ ଜ୍ଞାନକୌଶଳ ପ୍ରୟୋଗ ଆବଶ୍ୟକ

ଭୁବନେଶ୍ୱର () ବର୍ଦ୍ଧିତ ଜନସଂଖ୍ୟାର ଖାଦ୍ୟ ଚାହିଦାକୁ ପୂରଣ କରିବା ଦିଗରେ କୃଷି କ୍ଷେତ୍ରରେ ନୂତନ ଚାଷ ପ୍ରଣାଳୀ ଓ ବୈଜ୍ଞାନିକ ଜ୍ଞାନକୌଶଳର ପ୍ରୟୋଗ ଆବଶ୍ୟକ । ସୀମିତ ଚାଷ ଜମିରୁ ଅଧିକ ଖାଦ୍ୟ ପଦାର୍ଥ ଉତ୍ପାଦନର ଜ୍ଞାନ କୌଶଳ ପ୍ରୟୋଗ ଏବଂ ଓଡ଼ିଶା ପରି ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ…

ସୁପ୍ରିମକୋର୍ଟ ଯାହା ନିର୍ଦ୍ଦେଶ ଦେବେ ତାହାକୁ ମାନିବୁ

ଭୁବନେଶ୍ବର() ୟୁଜି ଓ ପିଜିର ଶେଷ ସେମିଷ୍ଟରକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶେଷ ସେମିଷ୍ଟର ପରୀକ୍ଷା ନେଇ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି । ସବୁ ରାଜ୍ୟକୁ ଏହା ଉପରେ ଲିଖିତ ଭାବେ ଦେବାକୁ ସୁପ୍ରିମକୋର୍ଟ ୩ ଦିନ ସମୟ ଦେଇଥିଲେ । ତେଣୁ ରାଜ୍ୟ…

ଅଧିକ ୟୁରିଆ ସାର ଯୋଗାଇଦେବା ଲାଗି କେନ୍ଦ୍ର ସରକାରଙ୍କୁ ଅନୁରୋଧ

ଭୁବନେଶ୍ୱର ()  ଚଳିତ ଖରିଫ ଚାଷ ନିମନ୍ତେ ରାଜ୍ୟକୁ ଅଧିକ ୟୁରିଆ ସାର ଯୋଗାଇଦେବା ପାଇଁ କୃଷି ଓ କୃଷକ ସଶକ୍ତିକର, ମତ୍ସ୍ୟ ଓ ପ୍ରାୀ ସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି । ଆଜି ପୂର୍ବାହ୍ନରେ କେନ୍ଦ୍ର ସରକାରଙ୍କ ରାଜ୍ୟ…