Odia News Portal
Browsing Tag

asit-tripathy

ପୂର୍ବ ଭାରତର ଉତ୍ପାଦକ ହେବ ଓଡ଼ିଶା

ଭୁବନେଶ୍ୱର: ଓଡ଼ିଶାକୁ ପୂର୍ବ ଭାରତ ଉତ୍ପାଦନ ହବ୍ ଭାବେ ଗଢ଼ିତୋଳିବା ନେଇ ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନା ସାକାର ହେବାକୁ ଯାଉଛି । ଓଡ଼ିଶାର ଶିଳ୍ପ ଭିତ୍ତିଭୂମିକୁ ନୂଆ ରୂପଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ୍ କୁମାର…

ନୃସିଂହନାଥ ମନ୍ଦିରର ବିକାଶ ସମୀକ୍ଷା

ବରଗଡ଼: ବରଗଡ଼ ଓ ବଲାଙ୍ଗୀର ଗସ୍ତରେ 5t ସଚିବ ଭିକେ ପାଣ୍ଡିଆନ୍ | ଆଜି ବରଗଡ଼ ଜିଲ୍ଲା ଗସ୍ତ କରିବେ 5t ସଚିବ | ଫୋକସ୍‌ରେ ଅଛି ପଶ୍ଚିମ ଓଡ଼ିଶା । ପାଇକମାଲରେ ନୃସିଂହନାଥ ମନ୍ଦିର ପରିଦର୍ଶନ ସହ ଉନ୍ନତି କାର୍ଯ୍ୟର ସମୀକ୍ଷା କରୁଛନ୍ତି । ବରଗଡ ସତିଭଟା ଏୟାରଷ୍ଟ୍ରିପରେ ପହଞ୍ଚିବା…

ଦାୟିତ୍ୱ ଗ୍ରହଣ କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ସୁରେଶ ଚନ୍ଦ୍ର ମହାପାତ୍ର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି । ୨୦୨୨ ଫେବୃଆରୀ ୨୮ ତାରିଖ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ । ୧୯୮୬ ବ୍ୟାଚର ଆଇଏଏସ ଅଫିସର ହେଉଛନ୍ତି ସୁରେଶ । ପ୍ରଶାସନିକ ସ୍ତରରେ ଜଣେ ଅତି ଶାନ୍ତ କିନ୍ତୁ ପ୍ରଭାବୀ ଅଫିସର ଭାବେ ଜଣାଶୁଣା,…

କେନ୍ଦ୍ରାପଡାରେ ୫-ଟି ସଚିବ: ତ୍ୱରାନ୍ୱିତ ହେଲା ମହାନଦୀ ବନ୍ଦର ପ୍ରକଳ୍ପ କାର୍ଯ୍ୟ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ନେତୃତ୍ୱରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଏବଂ ବାଣିଜ୍ୟ ଓ ପରିବହନ ସ୍ୱତନ୍ତ୍ର ସଚିବ ମନୋଜ ମିଶ୍ରଙ୍କ ଏକ ଉଚ୍ଚସ୍ତରୀୟ ଟିମ ପ୍ରସ୍ତାବିତ ମହାନଦୀ ବନ୍ଦର ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହି…

ଖୁବଶୀଘ୍ର ରାଜ୍ୟରେ ହେବ ଆଉ ୩ଟି ମେଡିକାଲ କଲେଜ

ଭୁବନେଶ୍ୱର()  ଖୁବଶୀଘ୍ର ତାଳଚେର, ସୁନ୍ଦରଗଡ଼ ଓ ପୁରୀରେ ହେବାକୁ ଯାଉଛି ୩ଟି ମେଡିକାଲ କଲେଜ । ୩ଟି ମେଡିକାଲ କଲେଜର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ପ୍ରତି ମେଡିକାଲ କଲେଜରେ ରହିବ ୧୦୦ଟି ଲେଖାଏଁ ସିଟ୍‌ । ତାଳଚେରରେ MCLର ସହଯୋଗରେ ମେଡିକାଲ…

ବାଲେଶ୍ୱରରେ ହେବ ଆଉ ଏକ କୋଭିଡ଼ ହସ୍ପିଟାଲ

ବାଲେଶ୍ୱର() ଆଜି ବାଲେଶ୍ୱରରେ ଗସ୍ତରେ ଯାଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ସେଠାରେ କୋଭିଡ଼ ପରିଚାଳନାର ସମୀକ୍ଷା କରିବା ପରେ ସେ ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ଯେ , ବାଲେଶ୍ୱରରେ ୧୦୦ ଶଯ୍ୟାର ଆଉ ଏକ କୋଭିଡ଼ ହସ୍ପିଟାଲ ପ୍ରତିଷ୍ଠା କରାଯିବ । ସେହି ହସ୍ପିଟାଲରେ…

ରାଉରକେଲାରେ କୋଭିଡ଼ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ରାଉରକେଲା() ରାଉରକେଲାର ୨୫ ପ୍ରତିଶତ ଲୋକ ଦେହରେ ଆଣ୍ଟିବଡ଼ି ସୃଷ୍ଟି ହୋଇଥିବା ସୂଚନା ମିଳିଛି । ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ଗତ ମାସରେ ଆରଏମଆରସି ପକ୍ଷରୁ କରାଯାଇଥିବା ସେରୋ ସର୍ଭେରୁ ଏହା ଜଣାପଡ଼ିଛି । ଅନ୍ୟପଟେ ଆଜି  ରାଉରକେଲା…

ବୁର୍ଲାରେ ମୁଖ୍ୟ ଶାସନ ସଚିବଙ୍କ କୋଭିଡ଼ ସମୀକ୍ଷା

ସମ୍ବଲପୁର() ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଆଜି ଦିନିକିଆ ସମ୍ବଲପୁର ଗସ୍ତରେ ଯାଇଥିଲେ । ସେଠାରେ ପହଞ୍ଚି ବୁର୍ଲା ମେଡ଼ିକାଲରେ କୋଭିଡ଼ ପରିଚାଳନା ନେଇ ଏକ ସମୀକ୍ଷା ବୈଠକ କରିଥିଲେ । ସମୀକ୍ଷା ବୈଠକ ପରେ ଭୀମସାର ନିର୍ଦ୍ଦେଶକ ସୂଚନା ଦେଇ କହିଛନ୍ତି ଯେ ବୁର୍ଲା ମେଡ଼ିକାଲରେ ନିର୍ମିତ ହେବ…

ଦୁଇ ଆଇଏଏସଙ୍କୁ ପ୍ରଶଂସା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର() ଦୁଇ ଆଇଏଏସଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରୀପାଠି । ଗଞ୍ଜାମରେ କୋଭିଡ଼ ପରିଚାଳନାରେ ଭଲ କାମ କରିଥିବାରୁ ୨ ଯୁବ ଆଇଏଏସଙ୍କୁ ପ୍ରଶାଂସା କରିଛନ୍ତି ଅସିତ । ଦୁଇ ଆଇଏଏସ ହେଉଛନ୍ତି ପାରୁଲ ପତୱାରି ଓ ବିଶାଲ ଦତଂହ । ଏବେ ସେମାନେ ଖୋର୍ଦ୍ଧା ଓ ବିଏମସିକୁ…

ରାଜ୍ୟରେ ବର୍ତ୍ତମାନ କୌଣସି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇନାହିଁ

ଭୁବନେଶ୍ୱର() ଲଘୁଚାପ ବର୍ଷା ଓ ତତଜନିତ ବନ୍ୟା ପରିସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସମୀକ୍ଷା କରିଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ଓ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ମୁଖ୍ୟ ସଚିବ ଶ୍ରୀ ତ୍ରିପାଠୀ କଥା ହୋଇଛନ୍ତି । ତେବେ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର…