Odia News Portal
Browsing Tag

bhimsar

ପୁଣି ଭୀମସାରରେ ୧୦ କରୋନା ପଜିଟିଭ

ଭୀମ୍‌ସାରେ କରୋନା ଆକ୍ରାନ୍ତ । ଚିହ୍ନଟ ହେଲେ ପୁଣି ୧୦ କରୋନା ଆକ୍ରାନ୍ତ । ଯାହାକୁ ମିଶିଇ ୭୪ରେ ପହଞ୍ଚିଛି ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କରୋନା ସଂକ୍ରମଣ ନେଇ ଘାରିଛି ଚିନ୍ତା । ଖବର ଅନୁଯାୟୀ, କିଛିଦିନ ତଳେ ବୁର୍ଲା ସ୍ଥିତ ଭୀମସାରୁ ୫୦…

ଭୀମସାରରେ ମାଇକ୍ରୋ କଣ୍ଟେନମେଣ୍ଟ

ବୁର୍ଲା ଭୀମସାରରେ କରୋନା ସଂକ୍ରମଣ ଗତ ଦୁଇ ଦିନ ମଧ୍ୟରେ ଦ୍ରୁତ ଗତିରେ ବୃଦ୍ଧି ପାଇଛି । ଏହାକୁ ନେଇ ବଡ ପଦକ୍ଷେପ ଗ୍ରହଣ କରିଛନ୍ତି ଜିଲ୍ଲା ପ୍ରଶାସନ । ସଂକ୍ରମିତ ଚିହ୍ନଟ ହୋଇଥିବା ସମସ୍ତ ହଷ୍ଟେଲକୁ ସାନିଟାଇଜ କରିବା ସହ ୫ଟି ହଷ୍ଟେଲକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି…