Odia News Portal
Browsing Tag

bhitarakanika

ଭିତରକନିକାରେ ବ୍ୟାଟେରିଚାଳିତ ବୋଟ୍‌ ସେବା ଆରମ୍ଭ

ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ବ୍ୟାଟେରିଚାଳିତ ବୋଟ୍‌ ସେବା ଆରମ୍ଭ ହୋଇଛି । ଫାଇବର ପ୍ଲାଷ୍ଟିକ୍‌ରେ (ଏଫ୍‌ଆର୍‌ପି) ପ୍ରସ୍ତୁତ ବୋଟ୍‌ରେ ଇଞ୍ଜିନ୍‌ ଓ ବ୍ୟାଟେରି ସଂଯୋଗ କରାଯାଇ ଏହାକୁ ପର୍ଯ୍ୟଟକଙ୍କ ଲାଗି ଉତ୍ସର୍ଗ କରାଯାଇଛି । ଏହାର ନାଁ ‘ଭାନିକ’ ରଖାଯାଇଛି ।…

ଭିତରକନିକାରେ ସରିଲା ପକ୍ଷୀ ଗଣନା

ପୂର୍ବ ଅପେକ୍ଷା ଭିତରକନିକାରେ ବଢ଼ିଛି ପକ୍ଷୀ ସଂଖ୍ୟା। ଭିତରକନିକା ଜାତୀୟ ଉଦ୍ୟାନ ଓ ରାଜନଗର ବନଖଣ୍ଡରେ ଚଳିତବର୍ଷର ବିଦେଶାଗତ ପକ୍ଷୀ ଗଣନା ସରିଛି । ମୋଟ ୧ଲକ୍ଷ ୩୮ ହଜାର ୧୦୭ଟି ପକ୍ଷୀ ଗଣନା କରାଯାଇଛି । ଗତବର୍ଷ ୧୨୧ ପ୍ରଜାତିର ୧ ଲକ୍ଷ ୩୬ ହଜାର ୯୨ଟି ପକ୍ଷୀ ଆସିଥିଲେ । ପୂର୍ବ ବର୍ଷ…

ଦୀର୍ଘ ୩ ମାସ ପରେ ଖୋଲିଲା ଭିତରକନିକା

କେନ୍ଦ୍ରାପଡ଼ା: କରୋନା କଟକଣା ଲାଗି ଦୀର୍ଘ ୩ ମାସ ହେବ ବନ୍ଦ ରହିଥିବା ଜାତୀୟ ଉଦ୍ୟାନ ଭିତରକନିକା ଆଜି ଖୋଲିଛି । ଅଗଷ୍ଟ ମାସର ନୂଆ ଗାଇଡଲାଇନ ନିୟମକୁ ଆଧାର କରି ଖୋଲଯାଇଛି ଜାତୀୟ ଉଦ୍ୟାନ। ଦିନ ସମୟରେ ପର୍ଯ୍ୟଟକମାନେ ଭିତରକନିକା ବୁଲି ପାରିବେ । ରାତ୍ରି ରହଣି ପାଇଁ ପର୍ଯ୍ୟଟକଙ୍କୁ ଏବେ…

୫ ରୁ ଖୋଲିବ ଭିତର କନିକା

ଅଗଷ୍ଟ ୫ ତାରିଖରୁ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ। ରାଜନଗର ବନଖଣ୍ଡ ଅଧିକାରୀ ଡ. ଯଜ୍ଞଦତ୍ତ ପତି ଦେଇଛନ୍ତି ଏହି ସୂଚନା।-ADVERTISEMENT- ଅଗଷ୍ଟ ମାସର କରୋନା କଟକଣା ଗାଇଡ୍‌ଲାଇନ୍ ଆସିବା ପରେ ବନ ବିଭାଗ ପକ୍ଷରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକାକୁ…