Odia News Portal
Browsing Tag

Bhubaneswar Corona Cases

ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ କରୋନା ଚିହ୍ନଟ ହୋଇଛନ୍ତି

ଗତ ୨୪ ଘଣ୍ଟା ମଧ୍ୟରେ ୧୭୩ କରୋନା ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୧୦୫୧୪୧୪ ରେ ପହଂଚିଛନ୍ତି । ସଂକ୍ରମିତ ମଧ୍ୟରୁ ୨୧ ଜଣ ୧୮ ବର୍ଷ ବୟସରୁ କମ୍ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ ଜଣ । ବରଗଡ ଜିଲ୍ଲାରୁ ୩ ଜଣ । ଭଦ୍ରକ ଜିଲ୍ଲାରୁ ଜଣେ ।…

ରାଜଧାନୀରେ ୯୭୪ ପଜିଟିଭ୍, ୧୦୪୭ ସୁସ୍ଥ

ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ( ବିଏମସି ) ଅଂଚଳରୁ ମଙ୍ଗଳବାର ଆଉ ୯୭୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିରୁ ୧୭୦ ଜଣ କ୍ୱାରେଂଟାଇନ୍ ରୁ ରହିଥିବା ବେଳେ ୮୦୪ ଲୋକାଲ୍ କେସ୍ ରହିଛନ୍ତି । ଅପରପକ୍ଷରେ ୨୪ ଘଂଟାରେ ୧୦୪୭ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମସି…

ରାଜଧାନୀରେ ପୁଣି ହଜାରେ ଦୈନିକ ସଂକ୍ରମଣ

ଭୁବନେଶ୍ୱର ; ରାଜଧାନୀରେ ପୁଣି ହଜାରେ ଟପିଛି ଦୈନିକ କରୋନା ସଂକ୍ରମଣ । ତେବେ ସଂକ୍ରମିତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି । ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଂଚଳରୁ ରବିବାର ଆଉ ୧୦୦୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିରୁ ୨୧୦ ଜଣ କ୍ୱାରେଂଟାଇନ୍ ରୁ ରହିଥିବା…

ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୦୪ କୁ ବୃଦ୍ଧି

ଭୁବନେଶ୍ୱର : ଗତ ୨୪ ଘଂଟାରେ ରାଜଧାନୀ ଭୁବନେଶ୍ୱରରେ ଆଉ ୪୭୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିରୁ ୮୮ ଜଣ କ୍ୱାରେଂଟାଇନ୍ ରେ ଥିବା ବେଳେ ୩୮୮ ଜଣ ଲୋକାଲ୍ କେସ୍ । ସେହିପରି ୨୪ ଘଂଟାରେ ଆଉ ୧୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଟ୍ୱିଟ୍…

ଭୁବନେଶ୍ୱରରେ ସେଞ୍ଚୁରି ମାରିଲା କରୋନା

ଭୁବନେଶ୍ୱର: ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ କରୋନା ତାର ପ୍ରଭାବ ଦେଖାଇବାରେ ଲାଗିଲାଣି । ଆଜି ଗୋଟିଏ ଦିନରେ ରାଜଧାନୀରୁ ଶତାଧିକ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ରାଜଧାନୀବାସୀଙ୍କ ମନରେ ଛନକା ପଶିଛି । ଚିନ୍ତାର ବିଷୟ ଏହା ଯେ, ଚିହ୍ନଟ ହୋଇଥିବା ଏହି ପଜିଟିଭଙ୍କ ଭିତରେ ୮୦ ଜଣ…