Odia News Portal
Browsing Tag

bjp

ଖବର ସଂଗ୍ରହ ବେଳେ ସାମ୍ବାଦିକଙ୍କୁ ବିଜେପି କର୍ମୀଙ୍କ ଆକ୍ରମଣ

ବିଜେପିର ଦେବଗଡ ବିଧାୟକ ସୁବାସ ପାଣିଗ୍ରାହୀ ଗିରଫ ହେବା ପରେ ଏବେ ବିଜେପି କର୍ମୀ ମଧ୍ୟ ହିଂସାତ୍ମକ ରାସ୍ତା ଧରିଛନ୍ତି। ବିଧାୟକଙ୍କ ଗିରଫ ପ୍ରତିବାଦରେ ଆଜି ଦେବଗଡ ବିଜେପି ବନ୍ଦ ଡାକରା ଦେଇଥିଲା। ଏହି ବନ୍ଦ ଡାକରାକୁ ବିଭିନ୍ନ ସ୍ଥାନରେ ବିରୋଧ କରାଯାଇଥିଲା। ଖବର ସଂଗ୍ରହ ପାଇଁ ଏକ ଟିଭିର…

ବିଜେପି ଛାଡ଼ିଲେ ରାଜ୍ୟ ପୂର୍ବତନ ଉପସଭାପତି

ହିଞ୍ଜିଳିକାଟୁ ନିର୍ବାଚନମଣ୍ଡଳୀର ବରିଷ୍ଠ ନେତା ତଥା ଦଳର ପୂର୍ବତନ ରାଜ୍ୟ ଉପସଭାପତି ଦେବାନନ୍ଦ ମହାପାତ୍ର ପାର୍ଟି ଛାଡ଼ିଛନ୍ତି । ୧୯୮୮ ମସିହାରୁ ଏଯାବତ୍ ସେ ଦଳ ସହ ସମ୍ପୃକ୍ତ ରହି ଆସିଥିଲେ । ହିଞ୍ଜିଳିକାଟୁ ମଣ୍ଡଳ ସଭାପତି , ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି , ଜିଲ୍ଲା ସଭାପତି ,…

ବିଜେପି ଛାଡିଲେ ଜୟରାମ ପାଙ୍ଗି

ବିଜେପିରୁ ଇସ୍ତଫା ଦେଇଛନ୍ତି କୋରାପୁଟର ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ । କୋଟିଆରେ ଅନୁଷ୍ଠିତ ଉତ୍କଳ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ସମୟରେ ସେ ଭାରତୀୟ ଜନତା ପାର୍ଟିରୁ ଇସ୍ତଫା ନେଇ ଘୋଷଣା କରିଛନ୍ତି । ସେ ବିଜେପି ଛାଡିବା ପରେ ଅନ୍ୟ କୌଣସି ଦଳରେ ମିଶିବା ନେଇ କୌଣସି…

ସାରା ରାଜ୍ୟରେ ବିଜେପିର ସତ୍ୟାଗ୍ରହ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଉପରେ ଗାଡି ମଡାଇଦେବା ଘଟଣାର ପ୍ରଦିବାଦ କରି ଆଜି ସାରା ରାଜ୍ୟରେ ସତ୍ୟାଗ୍ରହ କରିବ ବିଜେପି । ଦଳର ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି ଯେ, ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଆଚରଣ ନିନ୍ଦନୀୟ । ତାଙ୍କର ଏ ଅମାନୁଷିକ କାଣ୍ଡର…

ୟୁପିରେ ପୁଣି ଯୋଗୀରାଜ

ଉତ୍ତରପ୍ରଦେଶରେ ଇତିହାସ ରଚିଲା ଭାରତୀୟ ଜନତା ପାର୍ଟି । ୩୭ ବର୍ଷ ପରେ ପ୍ରଥମ ଥର ପାଇଁ ବହୁମତ ସହ ଦ୍ୱିତୀୟ ଥର ସରକାର ଗଢ଼ିବାକୁ ଯାଉଛି ବିଜେପି । ୟୁପିରେ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ ଯୋଗୀ ଆଦିତ୍ୟନାଥ । ୨୦୧୭ ପରେ ୨୦୨୨ରେ ଭାରତୀୟ ଜନତା ପାର୍ଟି ପୁଣି ଥରେ ପୂର୍ଣ୍ଣ ବହୁମତ ସହ…

ବିଜେପି ତରଫରୁ ମେୟର ପ୍ରାର୍ଥୀ ହେଲେ ଶ୍ରୀତମ ଦାସ

କଟକ ମହାନଗର ନିଗମ ମେୟର ପ୍ରାର୍ଥୀ ଶ୍ରୀତମ ଦାସ। ଅଭିନେତା ଶ୍ରୀତମ ଦାସଙ୍କ ନାଁରେ ମୋହର ମାରିଛି ବିଜେପି। ଓଡ଼ିଆ ସିନେଜଗତର ଜଣାଶୁଣା ଅଭିନେତା-ନିର୍ଦ୍ଦେଶକ ଶ୍ରୀତମ ଦାସ ବିଜେପିର କଟକ ମେୟର ପ୍ରାର୍ଥୀ ଭାବେ ପୌର ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ବୋଲି ଜଣାଯାଇଛି। ଶ୍ରୀତମ ଦାସ…

ବିଜେଡିରେ ଯୋଗଦେଲେ ୨୦୦ ବିଜେପି କର୍ମୀ

ପୌର ନିର୍ବାଚନ ତାରିଖ ଘୋଷଣା ପରେ ସରଗରମ ହୋଇଛି ସହର ରାଜନୀତି । ଆରମ୍ଭ ହୋଇଛି ଦଳ ଡିଆଁ ପର୍ବ । ବିଜେଡିର ଲୋକପ୍ରିୟତାକୁ ପୁଞ୍ଜି କରି ଅନେକ ଆଶାୟୀ ଟିକେଟ ପାଇବାକୁ ଥିବାବେଳେ ବର୍ତ୍ତମାନ ଅନେକ ନେତା ବିଜେଡିରେ ଯୋଗଦେବାକୁ ଆଗ୍ରହ ପ୍ରକାଶ କରିଛନ୍ତି । ବିଜେପି ଛାଡି ବିଜେଡିରେ…

ପଞ୍ଚାୟତ ନିର୍ବାଚନକୁ ନେଇ ବିଜେଡି-ବିଜେପି ମୁହାଁମୁହିଁ

ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ପଞ୍ଚମ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟ ପାଇଁ ଚାଲିଛି ପ୍ରସ୍ତୁତି । ଏହାରି ମଧ୍ୟରେ ପଞ୍ଚାୟତ ନିର୍ବାଚନକୁ ନେଇ ବିଜେଡି-ବିଜେପି ମୁହାଁମୁହିଁ ହୋଇଛନ୍ତି । ନିର୍ବାଚନ ଆୟୋଗଙ୍କୁ ଫେରାଦ ହୋଇଛନ୍ତି ବିଜେଡି…

ବିଜେଡି କର୍ମୀଙ୍କୁ ପିଟି ପିଟି ହତ୍ୟା କଲା ବିଜେପି

ଭଦ୍ରକ: ଭଦ୍ରକରେ ସବୁ ସୀମା ଟପିଗଲେ ବିଜେପି କର୍ମୀ । ରାଜନୈତିକ ଆକ୍ରୋଶରୁ ଜଣେ ବିଜେଡି କର୍ମୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ବିଜେପି କର୍ମୀ । ଏମିତି ଅଭିଯୋଗ ଆସିଛି ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଞ୍ଚଳରୁ । ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗିର ଅଞ୍ଚଳରେ ରାଜନୈତିକ…

ନିର୍ବାଚନ ପୂର୍ବରୁ ବିଜେପିର ଗୁଣ୍ଡାଗର୍ଦ୍ଦି

ଅନୁଗୁଳ: ନିର୍ବାଚନ ପୂର୍ବରୁ ବିଜେପିର ଗୁଣ୍ଡାଗିରି । ଅନୁଗୁଳ ବଅଁରପାଳ ବ୍ଲକରେ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ଭାଇ ପ୍ରଶାନ୍ତ ପ୍ରଧାନକୁ ବିଜେପି ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ୨୫ ନମ୍ବର ଜୋନର ବଡକେରଜାଙ୍ଗ ପଞ୍ଚାୟତରେ ବିଜେପି ସମର୍ଥିତ ସରପଞ୍ଚ, ସମିତି ସଭ୍ୟାଙ୍କ ସ୍ୱାମୀ…