Odia News Portal
Browsing Tag

Blast

ଜମି ବିବାଦରୁ ବୋମା ମାଡ଼

ପୁରୀ: ଦୁଇଟି ଗୋଷ୍ଠୀ ମଧ୍ୟରେ ଉପୁଜି ଥିବା ଜମି ବିବାଦ ଘଟଣାକୁ ନେଇ ୪୦ରୁ ଊର୍ଦ୍ଧ୍ବ ବୋମାମାଡ଼ ହୋଇଛି। ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନାଥପୁର ଗାଁରେ ଆଜି  ଅପରାହ୍ନରେ ଏହି ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ ସାତପଡ଼ା ଅଞ୍ଚଳରେ ଥିବା ନାଥପୁର ଗାଁରେ ଏକ…

ପୁଣି ଆଫଗାନିସ୍ତାନରେ ବିସ୍ଫୋରଣ, ୩୨ ମୃତ

କାବୁଲ: କିଛିଦିନର ବିରତି ପରେ ପୁଣି ଆଫଗାନିସ୍ତାନରେ ଘଟିଛି ବଡ଼ ଅଘଟଣ । ଏଥରକ ଆତଙ୍କବାଦୀଙ୍କ ଟାର୍ଗେଟରେ ମସଜିଦ୍ । ଆତଙ୍କୀଙ୍କ ବିସ୍ଫୋରଣରେ ୩୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଏକାଧିକ ଲୋକ ଗୁରୁତର ଆହତ ହୋଇଛନ୍ତି । ଗୋଟିଏ ସପ୍ତାହ ମଧ୍ୟରେ ମସଜିଦରେ ଉପରେ ଏହା ଦ୍ୱିତୀୟ ଆକ୍ରମଣ ।…

ବଙ୍ଗଳା ଥାନା ବିଷ୍ପୋରଣ ଘଟଣାରେ ଏସ୍ଆଇ ନିଲମ୍ବିତ

ପୁରୀ ଜିଲ୍ଲା ବଳଙ୍ଗା ଥାନାର ମାଲଖାନା ବିସ୍ଫୋରଣ ଘଟଣାରେ ବଳଙ୍ଗା ଥାନା ଏସ୍ଆଇ ତଅପୋଇ ନାୟକଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗ ପୁରୀ ଏସ୍‌ପି କନୱର ବିଶାଲ ସିଂ ତାଙ୍କୁ ନିଲମ୍ବନ କରିଥିବା ଜଣାଯାଇଛି। ବଳଙ୍ଗା ଥାନା ମାଲଖାନାରେ ଦାୟିତ୍ୱରେ ଏସ୍ଆ‌ଇ ତଅପୋଇ ନାୟକ ଥିଲେ। …

ବିଳମ୍ବିତ ରାତିରେ ପୁରି ବଲଙ୍ଗା ଥାନାରେ ବିସ୍ପୋରଣ

ପୁରୀ ଜିଲ୍ଲା ବଳଙ୍ଗା ଥାନାରେ ବିସ୍ଫୋରଣ । ବିସ୍ଫୋରଣରେ ମାଟିରେ ମିଶିଲା ବଳଙ୍ଗା ଥାନା । ଥାନାର କାନ୍ଥ ଭୁଶୁଡ଼ି ପଡ଼ିଛି । କାନ୍ଥ ପଡ଼ି ଅନେକ ଆସବାବପତ୍ର ନଷ୍ଟ ହୋଇଛି । ବିସ୍ଫୋରଣରେ କାହାର କିଛି କ୍ଷତି ହୋଇନଥିବା ବେଳେ ୮୦ ଭାଗ ପୂରା ମାଟିରେ ମିଶି ଯାଇଛି । ବିସ୍ଫୋରଣର ଶବ୍ଦ ଏତେ…

ବାଙ୍ଗାଲୋରରେ ବିସ୍ଫୋରଣ, ୩ମୃତ

ବାଙ୍ଗାଲୋର: ବାଙ୍ଗାଲୋରର ତାରାଗୁପେଟା ଅଂଚଳରେ ଥିବା ଏକ ଷ୍ଟୋରେଜରେ ବଡ ଧରଣର ବିସ୍ଫୋରଣ ଘଟିଛି । ବିସ୍ଫୋରଣ କେଉଁ କାରଣ ନେଇ ଘଟିଥିଲା ତାହାର ତଦନ୍ତ ଚାଲିଛି । ତେବେ ଏଥିରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି । ଏକ ପଙ୍କଚର ଦୋକାନ ନିକଟରେ ଥିବା ଷ୍ଟୋରେଜରେ…

ପୁଣି କାବୁଲରେ ବଡ଼ ଧରଣର ବିସ୍ଫୋରଣ

କାବୁଲ: ପୁଣି କାବୁଲରେ ଏକ ବଡ଼ ଧରଣର ବିସ୍ଫୋରଣ । କାବୁଲ ବିମାନବନ୍ଦର ନିକଟ ଖାଜେ ବାଗ୍ରା ଆବାସିକ ଅଞ୍ଚଳରେ ଥିବା ଏକ ଘରେ ରକେଟ ଗୁଳି ଚଳାଇଛି। ଯେଉଁ ଘରେ ଏହି ରକେଟ୍ ପଡିଛି ସେହି ଘରେ ଏକ ଶିଶୁର ମୃତ୍ୟୁ ଘଟିଛି। ତିନି ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆଫଗାନିସ୍ତାନ ଗଣମାଧ୍ୟମ…

କାବୁଲ ଏୟାରପୋର୍ଟ ଗେଟରେ ବିସ୍ଫୋରଣ

କାବୁଲ: କାବୁଲ ଏୟାରପୋର୍ଟ ବାହାରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି ବିସ୍ଫୋରଣ ହେବା ମାତ୍ରେ ଲୋକେ ଦୌଡିଥିବା ବେଳେ ଅନେକ ଆହତ ହୋଇଥିବା ଆଶଙ୍କା କରାଯାଉଛି । ପରିସ୍ଥିତି ବର୍ତମାନ ସେଠାରେ ସଙ୍ଗୀନ ହେବାରେ ଲାଗିଛି । ଆଫଗାନିସ୍ତାନ ଉପରେ ତାଲିବାନ କବଜା କରିବା ପରେ ଭାରତ, ଆମେରିକା…

ହାଫିଜର ବାସ ଭବନ ସମ୍ମୁଖରେ ହୋଇଥିବା ବିସ୍ଫୋରଣରେ ଭାରତକୁ ଦାୟିକଲା ପାକିସ୍ତାନ

ଲାହୋର: ଆତଙ୍କବାଦକୁ ସମର୍ଥନ, ପ୍ରୋତ୍ସାହନ, ତାଲିମ ଓ ପାଣ୍ଠିଯୋଗାଣ ପାଇଁ ଆନ୍ତର୍ଜାତିକ ସ୍ତରରେ ବଦନାମ ହୋଇସାରିଥିବା ପାକିସ୍ତାନ ଏବେ ଭାରତ ବିରୁଦ୍ଧରେ ଏକ ନୂଆ ଅଭିଯୋଗ ଆଣିଛି । ଜୁନ୍ ୨୩ ତାରିଖରେ ଜାତିସଂଘ ଦ୍ୱାରା ଘୋଷିତ କୁଖ୍ୟାତ ଆତଙ୍କବାଦୀ ହାଫିଜ ସୟିଦର ଲାହୋରସ୍ଥିତ ବାସଭବନ…

ବାଣ ଗୋଦାମରେ ବିସ୍ଫୋରଣ

କୋଣାର୍କ: ବାଣ ଗୋଦାମରେ ବିସ୍ଫୋରଣ । ପୁରୀ ଜିଲ୍ଲା କୋଣାର୍କ ଚାରିଛକ ବ୍ରହ୍ମଗୁଣ୍ଡିସ୍ଥିତ ଏକ ବାଣ ଗୋଦାମରେ ଘଟିଛି ଏହି ବିସ୍ଫୋରଣ । ଏଥିରେ କାହାର କେହି ମୃତାହତ ହୋଇନଥିବା ସୂଚନା ମିଳିଛି । ପ୍ରଚଣ୍ଡ ବିସ୍ଫୋରଣ ପରେ ସମଗ୍ର ବାଣଗୋଦାମ ଜଳୁଥିବାର ଦେଖାଯ଼ାଇଛି । ନିଆଁକୁ ଆୟତ୍ତ କରିବାକୁ…

ବୋମା ବିସ୍ପୋରଣ, ଜଣେ ମୃତ, ୨ ଗୁରୁତର

ଗଞ୍ଜାମ() ଗଞ୍ଜାମ ବଡଗଡ ଭୀମପୁର ଗାଁରେ ଆଜି ଘଟିଯାଇଛି ଏକ ଅଭାବନୀୟ ଘଟଣା । ସେହି ଅଞ୍ଚଳରେ ବୋମା ବିସ୍ପୋରଣ ହୋଇଥିବା ସୂଚନା ମିଳିଛି । ଏହି ବୋମା ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୨ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଶେରଗଡ ମେଡିକାଲରେ ଚିକିତ୍ସା ନିମନ୍ତେ…