Odia News Portal
Browsing Tag

budget session

ମାର୍ଚ୍ଚ ୨୫ ରୁ ୩୧ଯାଏଁ ବଜେଟ ଅଧିବେଶନ

ମାର୍ଚ୍ଚ ୨୫ ରୁ ୩୧ ବସିବ ବିଧାନସଭାର ବଜେଟ ଅଧିବେଶନ। ମାର୍ଚ୍ଚ ୨୫ରେ ରାଜ୍ୟପାଳ ଅଭିଭାଷଣ ରଖିବେ। ମାର୍ଚ୍ଚ ୩୦ ତାରିଖରେ ୨୦୨୨- ୨୩ ପାଇଁ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ମାର୍ଚ୍ଚ ୩୧ ତାରିଖରେ ବେୟ ମଞ୍ଜୁରୀ ବିଲ୍ ପରିତ ହେବ।…

ବଜେଟ ଅଧିବେଶନ ୨୦୨୨: ୩.୮ କୋଟି ପରିବାରକୁ ଯୋଗାଇ ଦିଆଯିବ ବିଶୁଦ୍ଧ ପାନୀୟ ଜଳ

୩.୮ କୋଟି ପରିବାରକୁ ୨୦୨୨-୨୩ ମଧ୍ୟରେ ଯୋଗାଇ ଦିଆଯିବ ବିଶୁଦ୍ଧ ପାନୀୟ ଜଳ । ସହର କ୍ଷେତ୍ରରେ ମଧ୍ୟମ ଓ ସ୍ୱଳ୍ପ ଆୟବର୍ଗର ଲୋକଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦେବାକୁ କେନ୍ଦ୍ର ସରକାର କାର୍ୟ୍ୟ କରିବେ । କୋଭିଡ ସମୟରେ ସ୍କୁଲଗୁଡ଼ିକ ବନ୍ଦ ଥିବାରୁ ଶିକ୍ଷା ବିଶେଷ ଭାବେ ପ୍ରଭାବିତ ହୋଇଛି।…

ଜାନୁୟାରୀ ୩୧ରୁ ସଂସଦରେ ବଜେଟ ଅଧିବେଶନ

ସଂସଦରେ ବଜେଟ ଅଧିବେଶନ ଜାନୁଆରି ୩୧ରୁ ଆରମ୍ଭ ହେବ । ଏପ୍ରିଲ ୮ ତାରିଖ ପର୍ୟ୍ୟନ୍ତ ଚାଲିବ ବଜେଟ ଅଧିବେଶନ । ଦୁଇଟି ପର୍ୟ୍ୟାରେ ଚାଲିବ ସଂସଦର ବଜେଟ ଅଧିବେଶନ । ଜାନୁଆରି ୩୧ରୁ ଫେବ୍ରୁଆରୀ ୧୧ ପର୍ୟ୍ୟନ୍ତ ଚାଲିବ ପ୍ରଥମ ପର୍ୟ୍ୟାୟ ଅଧିବେଶନ । ମାର୍ଚ୍ଚ ୧୪ରୁ ଏପ୍ରିଲ ୮ ତାରିଖ ପର୍ୟ୍ୟନ୍ତ…