Odia News Portal
Browsing Tag

car fire

ଜଳିଗଲା ଚଳନ୍ତା କାର

କଟକ: ଜଳିଗଲା ଚଳନ୍ତା କାର୍ । କଟକରୁ ଭୁବନେଶ୍ୱର ଯାଉଥିବା ସମୟରେ ଚଳନ୍ତା କାରରେ ଲାଗିଲା ନିଆଁ । ସଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ତେବେ କାରରେ ନିଆଁ ଲାଗିଥିବାବେଳେ ଏଥିରେ କେହି ଆହତ ହୋଇନାହାନ୍ତି । କଟକ ଲିଙ୍କ ରୋଡ଼ ଓଭର ବ୍ରିଜ ଉପରେ ଘଟିଛି ଏହି ଦୁର୍ଘଟଣା ।…