Odia News Portal
Browsing Tag

cm naveen pattanaik

ଲୋକକଳା ଆମ ଜାତିର ଅସ୍ମିତା:ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ ରେ ଆଉ ୩୦ହଜାର କଳାକାରଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ପ୍ରମୁଖ ଯୋଜନା । ଏହି ଯୋଜନାରେ ୫୦,୦୦୦ କଳାକାର ମାନଙ୍କୁ ମାସିକ ୧୨୦୦ ଟଙ୍କା(ବାର ଶହ…

ଜାପାନର କ୍ୟୁଟୋରେ ମୁଖ୍ୟମନ୍ତ୍ରୀ, ନିବେଶକାରୀଙ୍କ ସହ କରିବେ ଆଲୋଚନା

ଜାପାନର ଅନ୍ୟତମ ପ୍ରମୁଖ ସହର କ୍ୟୁଟୋ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଠାରେ ମୁଖ୍ୟମନ୍ତ୍ରୀ ଶିଳ୍ପପତିମାନଙ୍କୁ ଭେଟି ଓଡ଼ିଶାରେ ପୁଞ୍ଜି ବିନିଯୋଗ ନେଇ ଆଲୋଚନା କରିବେ । ପର୍ଯ୍ୟଟନ କ୍ଷେତ୍ରର ବିକାଶ ନେଇ ଆଲୋଚନା ହେବା ସମ୍ଭାବନା ରହିଛି। ପର୍ଯ୍ୟଟନ କ୍ଷେତ୍ରରେ ଜାପାନ ଓ…

କେନ୍ଦୁଝର ବାସୀଙ୍କୁ ୪,୭୦୩ କୋଟି ଟଙ୍କାର ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝରରେ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟନ କରିଛନ୍ତି । ୩୮୧ କୋଟି ଟଙ୍କା ବ୍ୟୟରେ ମେଡିକାଲ କଲେଜ ନିର୍ମିତ ହୋଇଛି । ଲୋକାର୍ପଣ ଅବସରରେ ଏମବିବିଏସ ପ୍ରଥମ ବର୍ଷର ଶହେ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ସହିତ ଫଟୋ…

ଆସନ୍ତା ୧୯ରେ ପଦ୍ମପୁର ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତା ୧୪ ଓ ୧୫ ତାରିଖରେ ରାଜ୍ୟର ବରିଷ୍ଠ ଅଧିକାରୀମାନଙ୍କ ସମ୍ମିଳନୀ ଆୟୋଜିତ ହେବ । ୧୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ଯିବେ ବୋଲି ସୂଚନା ମିଳିଛି । ପଦ୍ମପୁର ଉପନିର୍ବାଚନ ବେଳେ ଦିଆଯାଇଥିବା ବିଭିନ୍ନ ପ୍ରତିଶ୍ରୁତି ପାଳନ କରିବା ଦିଗରେ ପଦକ୍ଷେପ ନିଆଯିବ । ବିଶେଷ…

କେନ୍ଦୁଝର ଧରଣୀଧର କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ 

କେନ୍ଦୁଝରର ପୁରାତନ ଧରଣୀଧର ମହାବିଦ୍ୟାଳୟକୁ ମିଳିଛି ବିଶ୍ଵବିଦ୍ୟାଳୟର ମାନ୍ୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ଏହି ଘୋଷଣା କରିଛନ୍ତି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବି ବିଜ୍ଞପ୍ତି ଜାରି ହୋଇଛି। କେନ୍ଦୁଝରର ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଧରଣୀଧର…

ମୟୂରଭଞ୍ଜରେ ପହଞ୍ଚି ସୁବର୍ଣ୍ଣରେଖା ଓ ଦେଓ ଜଳ ସେଚନ ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ମୟୂରଭଞ୍ଜରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୟୂରଭଞ୍ଜ ଜିଲ୍ଲାର ଦୁଇ ପ୍ରାନ୍ତରେ ଦୁଇଟି ମଧ୍ୟମ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୟୂରଭଞ୍ଜ ରାସଗୋବିନ୍ଦପୁର ବ୍ଲକ ଟିକପଦାରେ ୬୮୫କୋଟି ବ୍ୟୟରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ…

ଜଙ୍ଗଲ ଅଭିବୃଦ୍ଧିରେ ଓଡ଼ିଶା ଆଗରେ

ସାରା ଦେଶରେ ହେନ୍ତାଳବନ ସୃଷ୍ଟି କରିବାରେ ଓଡ଼ିଶା ଆଗରେ । ତେବେ ବୃକ୍ଷରୋପଣ କାର୍ୟ୍ୟକ୍ରମକୁ ତ୍ବରାନ୍ବିତ କରିବାକୁ ଡିଏଫଓ ସମ୍ମିଳନୀରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି । ସେହିପରି ରିପୋର୍ଟ ଅନୁସାରେ ଗତ ଦୁଇ ବର୍ଷ ଭିତରେ କରୋନା ମହାମାରୀ ସମୟରେ…

ମେ’ ୧୭ରେ ୬୩୮ ଅଧ୍ୟାପକଙ୍କୁ ନିଯୁକ୍ତିପତ୍ର ଦେବେ ମୁଖ୍ୟମନ୍ତ୍ରୀ

ରାଜ୍ୟ ଚୟନ ବୋର୍ଡ (ଏସ୍‌ଏସ୍‌ବି) ଦ୍ୱାରା ନୂଆ ଭାବେ ନିଯୁକ୍ତି କରାଯାଇଥିବା ୬୩୮ କଲେଜ ଅଧ୍ୟାପକଙ୍କୁ ଆସନ୍ତା ୧୭ରେ ମିଳିବ ନିଯୁକ୍ତିପତ୍ର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୭ ତାରିଖରେ ଲୋକସେବା ଭବନରେ ଏହି ସମସ୍ତ ନୂଆ ଅଧ୍ୟାପକଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ।…

ସମ୍ଭାବ୍ୟ ବାତ୍ୟା ‘ଆସାନି’କୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ

ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାଯୋଗୁଁ ଦକ୍ଷିଣ ଆଣ୍ଡାମାନ ସାଗର ଅଶାନ୍ତ ହେଉଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ମଧ୍ୟରେ ବା 6 ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ରୂପ ନେବା ପରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବ…

ସହିଦ୍ ଓଡ଼ିଆ ଯବାନଙ୍କ ପରିବାରଙ୍କୁ ଅନୁକମ୍ପାମୂଳକ ସହାୟତା ରାଶି ୧୦ ଲକ୍ଷକୁ ବୃଦ୍ଧି କଲେ ନବୀନ

ଯୁଦ୍ଧ ତଥା ଉଗ୍ରବାଦର ମୁକାବିଲା ସମୟରେ ବୀରଗତି ପ୍ରାପ୍ତ ହେଉଥିବା ସହିଦ୍ ଓଡ଼ିଆ ଯବାନମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ସହାୟତା ରାଶି ପରିମାଣକୁ ପାଞ୍ଚ ଲକ୍ଷ ଟଙ୍କା ରୁ ଦଶ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ନିର୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟଯେ…