Odia News Portal
Browsing Tag

CM naveen pattnaik

ଆଜିଠୁ ଭୁବନେଶ୍ୱରରେ ତିନି ଦିନିଆ ରାଜ୍ୟ କୃଷି ମହୋତ୍ସବ

ନିଆରା ଢ଼ଙ୍ଗରେ ଏକ ଗଛରେ ପାଣି ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଛୋଟ ଗଛ ପ୍ରଦାନ କରାଯାଇଥିଲା । ବରମୁଣ୍ଡା ଖେଳ ପଡ଼ିଆରେ ଆରମ୍ଭ ହୋଇଛି ’କୃଷି ଓଡ଼ିଶା’ । ଆଜିଠାରୁ ତିନି ଦିନ ପର୍ଯ୍ୟନ୍ତ ଚାଲିବ ଏହି…

ବିପଦ ଟଳିନି,ମାସ୍କ ପିନ୍ଧନ୍ତୁ: ମୁଖ୍ୟମନ୍ତ୍ରୀ

ବିପଦ ଟଳିନି କରୋନା ଏପର୍ଯ୍ୟନ୍ତ ଯାଇନାହିଁ, ସମସ୍ତେ ମାସ୍କ ପିନ୍ଧନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ ଯୋଗେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି ।ସେ ତାଙ୍କ ଟୁଇଟ ରେ ନିଜେ ସୁରକ୍ଷିତ ରହିବା ସହିତ ଅନ୍ୟ ମାନଙ୍କୁ ସୁରକ୍ଷିତ ରଖିବା ପାଇଁ ଅନୁରୋଧ କରିଛନ୍ତି ।

ଦଳ ବିରୋଧୀ କାର୍ଯ୍ୟ ଓ ଦଳରେ ବିଶୃଙ୍ଖଳା ନେଇ ବିଜେଡ଼ି ସୁପ୍ରିମୋ ଙ୍କ କାର୍ଯ୍ୟନୁଷ୍ଠାନ

ଦଳ ବିରୋଧୀ କାର୍ଯ୍ୟ ଓ ଦଳରେ ବିଶୃଙ୍ଖଳା ନେଇ ବିଜେଡ଼ି ସୁପ୍ରିମୋ ଙ୍କ କାର୍ଯ୍ୟନୁଷ୍ଠାନ । ବୁଧବାର ଜ଼ିଲ୍ଲା ବିଜେଡି ସଭାପତି ସରୋଜ କର୍ଣ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଳକର ପୂର୍ବତନ ଅଧ୍ୟକ୍ଷ ପ୍ରକାଶଚନ୍ଦ୍ର ପାତ୍ର, ପୂର୍ବତନ ବ୍ଳକ ଉପ ସଭାପତି ସୁବାସ ଚନ୍ଦ୍ର ପୃଷ୍ଟି, ବିଜେଡି ନେତା…

ଲୋକଙ୍କ ସାଥିରେ ରୁହ , ସମସ୍ୟା ସମାଧାନ କର

ନିଜ ସହରକୁ ଶ୍ରେଷ୍ଠ ସହରରେ ପରିଣତ କରିବା ପାଇଁ ଦକ୍ଷତାର ସହ ନେତୃତ୍ୱ ନେବାକୁ ନବନିର୍ବାଚିତ ମେୟର ଓ ଅଧ୍ୟକ୍ଷମାନଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ ସମସ୍ୟା ସମାଧାନ ପାଇଁ ନିଷ୍ଠାର ସହ କାମ କରିବାକୁ ପରାମର୍ଶ ଦେଇଛନ୍ତି ନବୀନ । ଆଜି ଲୋକସେବା ଭବନରେ ନବନିର୍ବାଚିତ…

୨୦୨୪ ସାଧାରଣ ନିର୍ବାଚନ ପ୍ରସ୍ତୁତି : ନବୀନ ନିବାସରେ ପର୍ଯ୍ୟବେକ୍ଷକଙ୍କ ବୈଠକ

ବିଜେଡି ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ଏବେଠୁ କସରତ ଆରମ୍ଭ କରିଛି। ଆଜିଠୁ ନବୀନ ନିବାସରେ ପର୍ଯ୍ୟବେକ୍ଷକଙ୍କ ବୈଠକ । ୨୦୨୪ ବିଧାନସଭା ନିର୍ବାଚନ ଦୃଷ୍ଟିରେ ରଖି ବିଜେଡି ଏବେଠୁ ରଣନୀତି ପ୍ରସ୍ତୁତ କରିଛି । ଆଜିଠୁ ୩ ଦିନ ଧରି ଚାଲିବ ବିଜେଡି ପର୍ଯ୍ୟବେକ୍ଷକଙ୍କ ବୈଠକ ହେବ ।…

ଜାତୀୟ ପଞ୍ଚାୟତ ପୁରସ୍କାର: ଗଞ୍ଜାମ ଜିଲ୍ଲାକୁ ୬ଟି ପୁରସ୍କାର

ଜାତୀୟ ପଞ୍ଚାୟତ ପୁରସ୍କାର ୨୦୨୨ରେ ବିଭିନ୍ନ ବର୍ଗରେ ଗଞ୍ଜାମ ଜିଲ୍ଲାକୁ ୬ଟି ପୁରସ୍କାର ମିଳିଛି । ଗଞ୍ଜାମ ଜିଲ୍ଲାର ଦୁଇଟି ବ୍ଲକ ଓ ୪ଟି ପଞ୍ଚାୟତ ପୁରସ୍କୃତ ହୋଇଛନ୍ତି। କେନ୍ଦ୍ର ସରକାରଙ୍କ ତରଫରୁ ପ୍ରଦାନ କରାଯାଉଥିବା ଏହି ପୁରସ୍କାରରେ ସଶକ୍ତିକରଣ କ୍ଷେତ୍ରରେ ଗଞ୍ଜାମ ଜିଲ୍ଲାର…

୨୦ ପ୍ରତିଶତ ବକେୟା ପ୍ରଦାନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଏହାଦ୍ବାରା କର୍ମଚାରୀମାନେ ସଂପୂର୍ଣ୍ଣ ବକେୟା ରାଶି ପାଇପାରିବେ। ପୂର୍ବରୁ ୮୦ ପ୍ରତିଶତ ବକେୟା ପ୍ରଦାନ କରାଯାଇଛି । ଏଥିରେ ଉପକୃତ ହେବେ ୪ ଲକ୍ଷ କର୍ମଚାରୀ । ଏ ବାବଦରେ ୮୫୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ କ୍ରମେ ଆଜି ଏ ସଂକ୍ରାନ୍ତରେ ସରକାରୀ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସିଏମସିର ନବନିର୍ବାଚିତ ମେୟର ସୁବାସ ସିଂ ଓ ବିଜୟୀ କର୍ପୋରେଟର

ପୌର ନିର୍ବାଚନରେ ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ବିଜୟୀ ପ୍ରାର୍ଥୀ । ନିର୍ବାଚନରେ ବିଜୟ ପରେ କଟକର ବିଜୟୀ କର୍ପୋରେଟର ଓ ମେୟର ସୁବାସ ସିଂହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଆଶୀର୍ବାଦ ନେଇଛନ୍ତି । ବାରବାଟୀ କଟକ ନିର୍ବାଚନ ମଣ୍ଡଳୀରେ ଥିବା…

ପବିତ୍ର ମକର ସଂକ୍ରାନ୍ତିରେ ସାରା ଓଡିଶା ବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଛା

ଆଜି ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ସୁଖ ଓ ସମୃଦ୍ଧ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ

ନବ ବର୍ଷର ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନବବର୍ଷରେ ଶୁଭେଚ୍ଛା ଓ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୨୨ ଓଡ଼ିଶା ପାଇଁ ସମୃଦ୍ଧିର ବର୍ଷ ହେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଭିଡିଓ ବାର୍ତ୍ତା ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବବର୍ଷର ଶୁଭେଚ୍ଛା ଜଣାଇବା ସହ ଓମିକ୍ରନ ମୁକାବିଲା ପାଇଁ ରାଜ୍ୟବାସୀ ସତର୍କ ରହିବାକୁ…