Odia News Portal
Browsing Tag

corona virus

ରାଜ୍ୟରେ ମାସକ ପରେ ବଢିବ ସଙ୍କ୍ରମଣ

ଦେଶରେ କରୋନା ସଙ୍କ୍ରମଣ ଉପରମୁହାଁ । ତିନି ହଜାର ଉପରେ ଦୈନିକ ସଙ୍କ୍ରମଣ । ଗତ ୨୪ ଘଣ୍ଟାରେ ୩୩୦୩ ସଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ଠାରୁ ୧୨ ଦଶମିକ ୮ ପ୍ରତିଶତ ଅଧିକ । ୩୯ ଜଣ ସଙ୍କ୍ରମଣରେ ପ୍ରାଣ ହରାଇଛନ୍ତି ।ସେପଟେ ଆସନ୍ତା ୩ରୁ ୪ ସପ୍ତାହ ଭିତରେ ଅର୍ଥାତ୍ ମାସକ ପରେ ରାଜ୍ୟରେ…

ରାଜ୍ୟରେ କମୁଛି କରୋନା ସଂକ୍ରମଣ

ରାଜ୍ୟରେ ହ୍ରାସ ପାଉଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୧ ହଜାର ୪୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୭୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୬୨୩ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି । ସେହିପରି ୦…

ରାଜ୍ୟରେ କମୁଛି କୋଭିଡ ସଂକ୍ରମଣ

ଓଡିଶାରେ ହ୍ରାସ ପାଉଛି କୋଭିଡ ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୨ ହଜାର ୬୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ ହଜାର ୫୨୧ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧ ହଜାର ୦୮୨ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି…

ରାଜ୍ୟରେ କମୁଛି କରୋନା ସଂକ୍ରମଣ

କରୋନା ସଂକ୍ରମଣ ତଳ ଉପର ହେଉଛି । ଏବେର ଯେଉଁ ଟ୍ରେଣ୍ଡ ରହିଛି, ସଂକ୍ରମଣ କମୁଛି । ମୃତ୍ୟୁସଂଖ୍ୟା ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଦେଖିଲେ ବର୍ତ୍ତମାନ ଡେଲଟାର ଉପସ୍ଥିତି ରହିଛି । ସେହି କାରଣରୁ ମୃତ୍ୟୁ ହେଉଛି । ଏହି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ।…

ଓଡିଶାରେ ଗତ ୨୪ ଘଂଟାରେ ୩ ହଜାର ୮୬ ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ଗତ ୨୪ ଘଣ୍ଟାରେ ୩ ହଜାର ୮୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୫.୨୦ ପ୍ରତିଶତ । ଆଜି ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୬୫୨ ସଂକ୍ରମିତ ହୋଇଛନ୍ତି। କଟକରୁ ୩୨୫ ଓ ସୁନ୍ଦରଗଡରୁ ୨୧୬ ନୂଆ କେସ୍ ଆସିଛି । ୨୪ ଘଣ୍ଟାରେ ୫୯…

ଓଡିଶାରେ ଗତ ୨୪ ଘଣ୍ଟାରେ ୩୩୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ଗତ ୫ ଦିନ ହେଲା ୫ହଜାର ତଳେ ରହୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୩ ହଜାର ୩୨୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆକ୍ଟିଭ୍ କେସ୍ ରହିଛି ୪୭ ହଜାର ୨୧୦। ତେବେ ଗତ ୨୪ ଘଣ୍ଟାରେ ଓଡିଶାରେ ୧୮ ଆକ୍ରାନ୍ତଙ୍କ…

ରାଜ୍ୟରେ କୋଭିଡ ସ୍ଥିତିର ସୁଧାର ଆସୁଥିଲେ ମଧ୍ୟ ଏବେ ବି ବିପଦ ରହିଛି

ଓଡିଶାରେ କୋଭିଡ ସ୍ଥିତି ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆମ ରାଜ୍ୟରେ ଓମିକ୍ରନ ସହ ଡେଲ୍ଟା ଭରିଆଣ୍ଟ ରହିଛି। କିଛିଦିନ ତଳେ ହୋଇଥିବା ସାମ୍ପଲ ସର୍ଭେରୁ ଜଣାପଡ଼ିଛି ରାଜ୍ୟରେ ଏବେ ବି ୨୫ରୁ ୩୦ ପ୍ରତିଶତ ଡେଲ୍ଟା ଅଛି। ଯେହେତୁ ଡେଲ୍ଟା…

ରାଜ୍ୟରେ କମୁଛି କରୋନା ସଂକ୍ରମଣ

ଓଡିଶାରେ କମୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୫ହଜାର ୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୮.୨୦ ପ୍ରତିଶତ । ୨୪ ଘଣ୍ଟାରେ ୬୧ ହଜାର ୬୩୫ ନମୁନା ପରୀକ୍ଷା ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧ହଜାର ୧୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୪୯୫, ସୁନ୍ଦରଗଡ଼ରୁ…

ଦେଶରେ ବଢୁଛି କରୋନା ସଂକ୍ରମଣ

ସାରା ଦେଶରେ କରୋନାର ଡର ।ଆଜି ଦେଶରେ ସାମାନ୍ୟ ବଢିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୮୬ ହଜାର ୩୮୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟାରେ ଦେଶରେ ୫୭୩ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ବର୍ତ୍ତମାନ ଦୈନିକ ପଜିଟିଭ ହାର ୧୯.୫୯…

ରାଜ୍ୟରେ କମି କମି ଯାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ରାଜ୍ୟରେ କମିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ୭ ହଜାର ୪୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ଓଡିଶାରେ ୫ ହଜାର ୯୦୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩ ହଜାର ୪୧୯ ଜଣ ଚିହ୍ନଟ…