Odia News Portal
Browsing Tag

corona virus

କରୋନାର ଶେଷ ନୁହେଁ ଓମିକ୍ରନ ଆଗକୁ ଆହୁରି ଆସିପାରେ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ସାରା ବିଶ୍ୱରେ ବଢ଼ୁଥିବା ଓମିକ୍ରନ ମାମଲାକୁ ଲକ୍ଷ୍ୟ କରି ଟିକାକରଣକୁ ଜୋରଦାର କରିବା ଏବଂ ମାସ୍କ ପିନ୍ଧିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ପରାମର୍ଶ ଦିଆଯାଇଛି । ଏଥିସହିତ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବୈଷୟିକ ବିଭାଗ ମୁଖ୍ୟ ମାରିଆ ଭ୍ୟାନ୍ କ୍ରେକୋଭେ କହିଛନ୍ତି ଯେ, ଓମିକ୍ରନ…

ରାଜ୍ୟରେ ୧୦ ହଜାର ତଳେ କରୋନା କେସ

ରାଜ୍ୟରେ ଲଗାତର ୧୦ ହଜାର ତଳେ ରହିଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୭ ହଜାର ୨୯୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୧୧.୭୬ ପ୍ରତିଶତ । ଆଜି ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ସର୍ବାଧିକ ୧୭ଶହ ୫, ସୁନ୍ଦରଗଡ଼ରୁ ୬୪୬, କଟକରୁ ୫୬୧, ସଂକ୍ରମିତ…

x-ray ଦ୍ୱାରା ଜାଣି ହେବ କରୋନା ରିପୋର୍ଟ

କରୋନା ମହାମାରୀ ସମଗ୍ର ବିଶ୍ୱରେ ଆତଙ୍କ ଦେଖାଇଛି। ଏହାର ନୂଆ ନୂଆ ଭାରିଆଣ୍ଟ ସମଗ୍ର ଦେଶକୁ ଡରାଇବାରେ ଲାଗିଛି । । ଗତ ୩ ବର୍ଷ ହେବ ଏହି ମହାମାରୀ ଜନଜୀବନକୁ ବିପର୍ୟ୍ୟସ୍ତ କରି ରଖିଛି। ବର୍ତ୍ତମାନ ପର୍ୟ୍ୟନ୍ତ କରୋନାର ପରୀକ୍ଷା RTPCR, ଆଣ୍ଟିଜେନ୍ ଟେଷ୍ଟ ଜରିଆରେ ହୋଇ ଆସୁଥିଲା, କିନ୍ତୁ…

ଆଜି ରାଜ୍ୟରେ ୧୦ ହଜାର ୪୮୯ ଅକ୍ରାନ୍ତ ଚିହ୍ନଟ

ଓଡିଶାରେ ୧୦ ହଜାର ଉପରେ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୦ ହଜାର ୪୮୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ସଂକ୍ରମଣ ହାର ରହିଛି ୧୪.୯୫ ପ୍ରତିଶତ । କେବଳ ଖୋର୍ଦ୍ଧାରୁ ୨ ହଜାର ୯୩୪ ନୂଆ କେସ୍ ଆସିଛି । ଯାହା ମୋଟ ଆକ୍ରାନ୍ତଙ୍କର ୨୭.୯୭ ପ୍ରତିଶତ । ସୁନ୍ଦରଗଡରୁ ୧ ହଜାର ୪୪୭, କଟକରୁ ୭୮୬ ଓ…

ଦେଶରେ ୨୪ ଘଣ୍ଟାରେ ୨ ଲକ୍ଷ ୬୮ ହଜାର କରୋନା ଆକ୍ରାନ୍ତ ଚିହ୍ନଟ

ସାରା ଦେଶରେ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି କୋଭିଡ ସଂକ୍ରମଣ । ପ୍ରତିଦିନ କରୋନା କେସ୍ ବୃଦ୍ଧି ପାଉଛି । ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୬୮ ହଜାର ୮୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟାରେ ଦେଶରେ ୪୦୨ ଜଣଙ୍କର ମୃତ୍ୟୁ ହୋଇଛି । ଗତକାଲିଠାରୁ ଆଜି ୪…

ଆଜି ରାଜ୍ୟରେ ୧୦ ହଜାର ୮୫୬ ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ୨୪ ଘଂଟାରେ ୧୦ ହଜାର ଉପରେ ସଂକ୍ରମଣ । ୨୪ ଘଣ୍ଟାରେ ୧୦ ହଜାର ୮୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ସଂକ୍ରମଣ ହାର ରହିଛି ୧୪.୪୮ ପ୍ରତିଶତ । କେବଳ ଖୋର୍ଦ୍ଧାରୁ ୩ ହଜାର ୮୭ ନୂଆ କେସ୍ ଆସିଛି । ଯାହା ମୋଟ ଆକ୍ରାନ୍ତଙ୍କର ୨୮.୪୩ ପ୍ରତିଶତ । ସୁନ୍ଦରଗଡରୁ ୧ ହଜାର ୯୪୩, କଟକରୁ…

ଦେଶରେ ୨୪ ଘଣ୍ଟାରେ ୨ ଲକ୍ଷ ୬୪ ହଜାରରୁ ଅଧିକ ପଜିଟିଭ ଚିହ୍ନଟ

ସାରା ଦେଶରେ କରୋନା ଆତଙ୍କ ଖେଳାଇଛି । ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୬୪ ହଜାର ୨୦୨ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏବେ ଭାରତରେ ଦୈନିକ ପଜିଟିଭିଟି ରେଟ୍ ୧୪.୭୮ ପ୍ରତିଶତ ରହିଛି । ଯଦି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା କହିବା ତାହାଲେ ବର୍ତ୍ତମାନ ସୁଦ୍ଧା ଦେଶରେ ୫ ହଜାର ୭୫୩ ଓମିକ୍ରନ…

ଆଜି ରାଜ୍ୟରେ ୧୦ ହଜାର ୨୭୩ କରୋନା ଆକ୍ରନ୍ତ ଚିହ୍ନଟ

ଓଡିଶାରେ ୨୪ ଘଣ୍ଟାରେ ଆଉ ୧୦ହଜାର ୨୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗତକାଲି ସଂକ୍ରମିତ ହୋଇଥିଲେ ୧୦ ହଜାର ୫୯ । ଖୋର୍ଦ୍ଧାରୁ ସର୍ବାଧିକ ୩ହଜାର ୪୯୬ ନୂଆ କେସ୍ ରହିଛି । ସେଥି ମଧ୍ୟରୁ ସଙ୍ଗରୋଧରୁ ୫୯୬୨ ଏବଂ ସ୍ଥାନୀୟ ଅଞ୍ଚଳରୁ ୪୩୧୧ ଜଣ । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବୟସ୍କ…

ଓଡିଶାରେ ୧୦ ହଜାର ଟପିଲା କରୋନା ସଂକ୍ରମଣ

ଓଡିଶାରେ ୧୦ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୦ ହଜାର ୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ମୋଟ ପଜିଟିଭ୍ ରେଟ୍ ରହିଛି ୧୨.୪୦ ପ୍ରତିଶତ । ୫ଶହ ଉପରେ ରହିଛି ୪ଟି ଜିଲ୍ଲା । ଖୋର୍ଦ୍ଧାରୁ ସର୍ବାଧିକ ୩ହଜାର ୧୮୮ ଆକ୍ରାନ୍ତ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୩୪୮,…

ରାଜ୍ୟରେ ୮ ହଜାର ଟପିଛି କୋଭିଡ ସଂକ୍ରମଣ

ଓଡିଶାରେ ୮ ହଜାର ଟପିଛି କୋଭିଡ ସଂକ୍ରମଣ । । ରାଜ୍ୟରେ ଆଜି ୮୭୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୫୦୯୬ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍ ରହିଛି ୩୬୮୨ । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କର୍ମ ବର୍ଗର ୭୯୨ ଜଣ ଅଛନ୍ତି । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ…