Odia News Portal
Browsing Tag

corona

ବଡଦାଣ୍ଡ ଲହୁଲୁହାଣ

ଶନିବାର ସକାଳେ ପୁରୀ ବଡଦାଣ୍ଡରେ ଲହୁଲୁହାଣ ପରିସ୍ଥିତି ହୋଇଥିଲା । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୩ ଜଣ ଯୁବକଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା । ବାଦାଦନ୍ଦା ବଜାରର ଖଦିପଡା ମେଲାନାରେ ହୋଇଥିବା ଆକ୍ରମଣରେ ପ୍ରାୟ ତିନି ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଦୁଇଜଣ ଗୁରୁତର…

ଉହାନ କରୋନାର ଉତ୍ପତ୍ତିସ୍ଥଳ; ଏଫବିଆଇ

ଚୀନର ଉହାନ ସହରରୁ ହିଁ କରୋନାର ଉତ୍ପତ୍ତି ହୋଇଛି । ଉହାନସ୍ଥିତ ଲ୍ୟାବରୁ ହିଁ କରୋନା ଭାଇରସ ବାହାରିଛି । ଏନେଇ ସତ୍ୟତା ସ୍ପଷ୍ଟ କରିଛି ଆମେରିକା ସର୍ବୋଚ୍ଚ ତଦନ୍ତକାରୀ ସଂସ୍ଥା ଏଫବିଆଇ । ଏଫବିଆଇ ପକ୍ଷରୁ ଟ୍ୱିଟ କରି ଏହି ସୂଚନା ଦିଆଯାଇଛି । ପୂର୍ବରୁ ଆର୍ନ୍ତଜାତିକ ସ୍ତରରେ ଚୀନକୁ…

ଦେଶରେ ନୂତନ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୨୪

ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୪୩ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା…

କୋଭିଡ୍-୧୯ :୨୪ ଘଣ୍ଟାରେ ଦେଶରେ ୧୩୨ ନୂଆ ସଂକ୍ରମଣ

ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୧୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୨୦ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା…

ସପ୍ତାହେ ଭିତରେ ୪୧ ପ୍ରତିଶତ ବଢ଼ିଲାଣି କରୋନା ରୋଗୀଙ୍କ ସଂଖ୍ୟା

ଭାରତରେ କରୋନା ସଂକ୍ରମଣ ଲଗାତାର ବଢ଼ିବାରେ ଲାଗିଛି। ଗତ ସପ୍ତାହ ତୁଳନାରେ ଚଳିତ ସପ୍ତାହରେ କରୋନା ମାମଲା ୪୧ ପ୍ରତିଶତ ବୃଦ୍ଧି ପାଇଛି। ଏପ୍ରିଲ ୨୫ରୁ ମେ’ ୧ ମଧ୍ୟରେ ଭାରତରେ କରୋନାର ମୋଟ୍‌ ୨୨,୨୦୦ଟି ନୂଆ ମାମଲା ସାମ୍ନାକୁ ଆସିଛି। ପ୍ରକାଶ ଯେ ପୂର୍ବ ସପ୍ତାହରେ ଏହି ହାର ପାଖାପାଖି…

ଚିନ୍ତା ବଢ଼ାଇଲା XE ଭାରିଆଣ୍ଟ

ଓମିକ୍ରନର ସବ୍ ଭାରିଆଣ୍ଟ XEର ଦ୍ୱିତୀୟ ମାମଲା ମୁମ୍ବାଇରେ ଚିହ୍ନଟ ହୋଇଛି । ବିଏମସି ଏନେଇ ସୂଚନା ଦେଇଛି । ମୁମ୍ବାଇର ଶାନ୍ତାକ୍ରୁଜରେ ୬୭ ବର୍ଷୀୟ ବ୍ୟକ୍ତି XE ଭାରିଆଣ୍ଟରେ ସଂକ୍ରମିତ ହୋଇଛନ୍ତି । କୁହାଯାଉଛି ବ୍ୟକ୍ତି ଜଣଙ୍କ ମାର୍ଚ୍ଚ ୧୧ରେ କାମ ପାଇଁ ବଡ଼ଦୋରା ଯାଇଥିଲେ । ଯେଉଁଠି ଏକ…

ଓଡିଶାରେ ୨୧ ଲକ୍ଷ ଲୋକ ନେଇନାହାଁନ୍ତି ଟିକା

ଓଡିଶାରେ ଜାରି ରହିଛି କରୋନା ଟିକାକରଣ । ଏବେ ସୁଦ୍ଧା ରାଜ୍ୟରେ ୫ କୋଟି ୬୨ ଲକ୍ଷ ଡୋଜ୍ ଦିଆସରିଛି । ପ୍ରଥମ ଡୋଜ୍ ଟିକା ୯୩.୫ ପ୍ରତିଶତ ଲୋକ ନେଇଥିବା ବେଳେ ଦ୍ୱିତୀୟ ଡୋଜ୍ ଟିକା ନେଇଛନ୍ତି ୭୪ ପ୍ରତିଶତ ଲୋକ । ଏବେ ସୁଦ୍ଧା ରାଜ୍ୟରେ ୨୧ଲକ୍ଷ ଲୋକ ଟିକା ନେଇ ନଥିବା ପରିବାର…

ରାଜ୍ୟରେ ୨୪ ଘଣ୍ଟାରେ ୫ ହଜାର ୮୯୧ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୫ ହଜାର ୮୯୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୯.୮୫ ପ୍ରତିଶତ । ଆଜି ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ୫୯ ହଜାର ୮୦୭ ନମୁନା ପରୀକ୍ଷା ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୫ ଶହ ଆକ୍ରାନ୍ତ ଚିହ୍ନଟ…

ଧୀରେ ଧୀରେ କମୁଛି ସଂକ୍ରମଣ

ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ଆମେ ଟେଷ୍ଟିଂ କମାଇନାହୁଁ । ଗାଇଡଲାଇନ ଅନୁସାରେ ଟେଷ୍ଟିଂ କରାଯାଉଛି । ଆହୁରି କହିଛନ୍ତି ଆକ୍ଟିଭ କେସରେ ଓଡ଼ିଶା ଅଷ୍ଟମ ସ୍ଥାନରେ ରହିବାର ଦୁଇଟି କାରଣ ରହିଛି ।…

ଟପ୍ ଟେନରେ ଅଛି ଓଡିଶା

ଶ୍ରେଷ୍ଠ ୧୦ଟି ଆକ୍ଟିଭ୍ କେସ୍ ରାଜ୍ୟ ମଧ୍ୟରେ ଓଡ଼ିଶା ରହିଛି। ମହାରାଷ୍ଟ୍ରରେ ସର୍ବାଧିକ ଆକ୍ଟିଭ୍ ସଂକ୍ରମିତ ରହିଛନ୍ତି। ଟପ୍ ୧୦ ଆକ୍ଟିଭ୍ କେସ୍ ରାଜ୍ୟ ମଧ୍ୟରେ ମହାରାଷ୍ଟ୍ର, କର୍ଣ୍ଣାଟକ, ତାମିଲନାଡୁ, କେରଳ, ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶ, ଗୁଜରାଟ, ଓଡ଼ିଶା, ଦିଲ୍ଲୀ ଓ ରାଜସ୍ଥାନ…