Odia News Portal
Browsing Tag

COVID-19

ରାଜ୍ୟରେ ୨୪ ଘଣ୍ଟାରେ ୫ ହଜାର ୮୯୧ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୫ ହଜାର ୮୯୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୯.୮୫ ପ୍ରତିଶତ । ଆଜି ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ୫୯ ହଜାର ୮୦୭ ନମୁନା ପରୀକ୍ଷା ହୋଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୫ ଶହ ଆକ୍ରାନ୍ତ ଚିହ୍ନଟ…

କରୋନାର ଶେଷ ନୁହେଁ ଓମିକ୍ରନ ଆଗକୁ ଆହୁରି ଆସିପାରେ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ସାରା ବିଶ୍ୱରେ ବଢ଼ୁଥିବା ଓମିକ୍ରନ ମାମଲାକୁ ଲକ୍ଷ୍ୟ କରି ଟିକାକରଣକୁ ଜୋରଦାର କରିବା ଏବଂ ମାସ୍କ ପିନ୍ଧିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ପରାମର୍ଶ ଦିଆଯାଇଛି । ଏଥିସହିତ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବୈଷୟିକ ବିଭାଗ ମୁଖ୍ୟ ମାରିଆ ଭ୍ୟାନ୍ କ୍ରେକୋଭେ କହିଛନ୍ତି ଯେ, ଓମିକ୍ରନ…

କ୍ୟାପିଟାଲ ହସ୍ପିଟାଲରେ ୪୦ ଜଣ ଡାକ୍ତର କରୋନା ପଜିଟିଭ ଚିହ୍ନଟ

କ୍ୟାପିଟାଲ ହସ୍ପିଟାଲ ସାରା କରୋନା ପଜିଟିଭ । ସ୍ୱାସ୍ଥ୍ୟକର୍ମୀଙ୍କଠାରୁ ଆରମ୍ଭ କରି ଡାକ୍ତର ସମସ୍ତେ କରୋନାରେ ଆକ୍ରାନ୍ତ । କ୍ୟାପିଟାଲ ହସ୍ପିଟାଲରେ ମୋଟ ୧୪୪ ଜଣ ଡାକ୍ତରଙ୍କ ମଧ୍ୟରୁ ୪୦ ଜଣ ଡାକ୍ତର କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୩୦ ଜଣ ଘରେ ସଂଗରୋଧରେ ରହିଥିବାବେଳେ…

ତୃତୀୟ ଲହରୀରେ ଓଡିଶାରେ ୯୫ ପ୍ରତିଶତଙ୍କ ଠାରେ ସାମାନ୍ୟ ଲକ୍ଷଣ ଦେଖାଯାଉଛି

ଓମିକ୍ରନର ସଂକ୍ରମଣ ବଢି ବଢି ଯାଉଛି। କିନ୍ତୁ ଏହାର ପ୍ରଭାବ କମ୍ ରହିଛି । ପ୍ରଥମ ଓ ଦ୍ୱିତୀୟ ଲହରରେ ମୋଟ ୧୫ ପ୍ରତିଶତ ପିଲା କୋରୋନା ସଂକ୍ରମିତ ହୋଇଛନ୍ତି । ଏବେ ରାଜ୍ୟରେ ୧୦ରୁ ୨୦ ପ୍ରତିଶତ ପିଲା ସଂକ୍ରମିତ ହେଉଛନ୍ତି ବୋଲି ରାଜ୍ୟ ସରକାରଙ୍କ କୋରୋନା ପ୍ରେସମିଟରେ ସୂଚନା ଦେଇଛନ୍ତି…

ଦେଶରେ ୨୪ ଘଣ୍ଟାରେ ୨ ଲକ୍ଷ ୬୮ ହଜାର କରୋନା ଆକ୍ରାନ୍ତ ଚିହ୍ନଟ

ସାରା ଦେଶରେ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି କୋଭିଡ ସଂକ୍ରମଣ । ପ୍ରତିଦିନ କରୋନା କେସ୍ ବୃଦ୍ଧି ପାଉଛି । ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୬୮ ହଜାର ୮୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୨୪ ଘଣ୍ଟାରେ ଦେଶରେ ୪୦୨ ଜଣଙ୍କର ମୃତ୍ୟୁ ହୋଇଛି । ଗତକାଲିଠାରୁ ଆଜି ୪…

ଲକ୍ଷଣ ନଥିଲେ କରନ୍ତୁ ନାହିଁ କୋଭିଡ ଟେଷ୍ଟ

ଲକ୍ଷଣ ନଥିଲେ କରୋନା ଟେଷ୍ଟିଂ କରନ୍ତୁ ନାହିଁ । ପଜିଟିଭ୍ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ମଧ୍ୟ ଯଦି ଆପଣଙ୍କ ପାଖରେ ଲକ୍ଷଣ ନାହିଁ ତେବେ ଟେଷ୍ଟିଂ କରିବା ଆବଶ୍ୟକ ନାହିଁ । କେନ୍ଦ୍ର ସରକାରଙ୍କ ନୂଆ ଗାଇଡଲାଇନ୍ ଅନୁସାରେ ବୃଦ୍ଧ ବ୍ୟକ୍ତିଙ୍କ ମଧ୍ୟରେ ଲକ୍ଷଣ କମ୍ ଥିଲେ ଆଇସୋଲେସନରେ…

ଦରକାର ନଥିଲେ ମେଡିକାଲ କୁ ଆସନ୍ତୁ ନାହିଁ

ରାଜ୍ୟର ସବୁ ହସ୍ପିଟାଲ, ମେଡିକାଲ କଲେଜ ପାଇଁ ନୂଆ ଗାଇଡଲାଇନ ଆସିଛି । ହସ୍ପିଟାଲରେ ସବୁବେଳେ ଗହଳି ଚହଳି ଲାଗି ରହିଥାଏ । ତେଣୁ ସେଠାରେ ସଂକ୍ରମଣର ଆଶଙ୍କା ଅଧିକ ରହିଛି । ତେଣୁ ଅତି ଦରକାର ନଥିଲେ ରୋଗୀମାନେ ହସ୍ପିଟାଲକୁ ବାରମ୍ବାର ଆସନ୍ତୁ ନାହିଁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ…

ବନ୍ଦ ରହିଲା ଏମବିବିଏସ୍ ପରୀକ୍ଷା

ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଲଗାତର ଦୁଇ ଦିନ ଧରି ଓଡିଶାରେ କରୋନା ସଂକ୍ରମଣ ୧୦ ହଜାର ଉପରେ ରହିଛି । ୨୪ ଘଣ୍ଟାରେ ଓଡିଶାରେ ୧୦ ହଜାର ୨୭୩ କରୋନା ଆକ୍ରାନ୍ତ ସଂଖ୍ୟା ଚିହ୍ନଟ ହୋଇଛନ୍ତି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବୁର୍ଲା ଭିମସାର…

ମକର ସଂକ୍ରନ୍ତିରେ ବନ୍ଦ ରହିବ ମା ତାରିଣି ପୀଠ

ଘଟଗାଁ: ମକର ସଂକ୍ରାନ୍ତିରେ ଭକ୍ତଙ୍କ ପାଇଁ ବନ୍ଦ ରହିବ ତାରିଣୀ ପୀଠ । କରୋନା ସ୍ଥିତି ନେଇ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ମନ୍ଦିର ପ୍ରଶାସନ ଜାରି କରିଛି ନିଷେଧାଦେଶ । ନିର୍ଦ୍ଦେଶ ଅନୁଯାୟୀ ପୀଠରେ ସାଧାରଣ ଦର୍ଶନ ବନ୍ଦ ରହିବ । ମକର ସଂକ୍ରାନ୍ତି ଅବସରରେ ତାରିଣୀଙ୍କ ଦର୍ଶନ ପାଇଁ…

ଆଜି ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସମୀକ୍ଷା

ରାଜ୍ୟରେ ବଢ଼ିବାରେ ଲାଗିଛି କୋଭିଡ ସଂକ୍ରମଣ ମାମଲା । କୋଭିଡ୍ ସଂକ୍ରମଣ ମାମଲା ବଢ଼ୁଥିବା ବେଳେ ସ୍ଥିତିର ମୁକାବିଲା ପାଇଁ ଆଜି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଅପରାହ୍ଣ ୫ଟାରେ କୋଭିଡ୍ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନରେ ବସିବ ବୈଠକ ।…