Odia News Portal
Browsing Tag

Covid Vaccination in odisha

ଭାକସିନ୍ ନେବା ପରେ ଦେଖାଯାଉଛି ଏହି ସବୁ ଗମ୍ଭୀର ସମସ୍ୟା

ନୂଆଦିଲ୍ଲୀ: କୋଭିଡ୍ ଭାକସିନ୍ ନେବା ପରେ କିଛି ବ୍ୟକ୍ତିଙ୍କ ନିକଟରେ ପାର୍ଶ୍ୱ ପ୍ରତିକ୍ରିୟା ନେଇ ଅଭିଯୋଗ କରୁଛନ୍ତି । ବ୍ରିଟେନରେ ଆଷ୍ଟ୍ରାଜେନେକା-ଅକ୍ସଫୋର୍ଡ ଭାକସିନ୍ ନେଇଥିବା କିଛି ବ୍ୟକ୍ତିଙ୍କଠାରେ ବ୍ଲଡ୍ କ୍ଲଟ୍ ସମସ୍ୟା ଦେଖାଦେଇଥିଲା । ଭାରତରେ କୋଭିସିଲ୍ଡ ଟିକା ନେବା ପରେ…

ସାଙ୍ଘାତିକ କରୋନାସ୍ଥିତି: ଦିନକରେ ୧୦୦୩୧ ପଜିଟିଭ୍

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣ ସ୍ଥିତି ଭୟାନକ ରୂପ ଧାରଣ କରିବାରେ ଲାଗିଛି ।ଗତ କାଲିର ସଂକ୍ରମଣ ସଂଖ୍ୟା ଅପେକ୍ଷା ଆଜି ଚିହ୍ନଟ ସଂକ୍ରମିତ ସଂଖ୍ୟା କମିଥିଲେ ମଧ୍ୟ ଏତେ ସଂଖ୍ୟକ ସଂକ୍ରମିତ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇବାରେ ଲାଗିଛନ୍ତି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ…

ରାଜଧାନୀରେ ଟିକା ନେଲେ ୧୮ ବର୍ଷରୁ ଅଧିକ

ଭୁବନେଶ୍ୱର: ଦେଶରେ ଆଜିଠାରୁ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ଟିକାକରଣ | ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ତୃତୀୟ ପର୍ଯ୍ୟାୟ କୋଭିଡ ଟିକାକରଣର ଡ୍ରାଏ ରନ୍ ଚାଲିଛି । ସୂଚନା ଅନୁଯାୟୀ ନୟାପଲ୍ଲୀ ଆଇଆରସି ଭିଲେଜ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏହି ଡ୍ରାଏ ରନ ହୋଇଛି । ବିଏମସି…

ମେ ୧ ଟିକାକରଣ ପାଇଁ ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ଟିକାକରଣ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକଙ୍କ ସୂଚନା । ତୃତୀୟ ପର୍ଯ୍ୟାୟ ଟିକାକରଣ ସମ୍ପୂର୍ଣ୍ଣ ମାଗଣା ପାଇଁ ସରକାର ଘୋଷଣା କରିବା ପରେ ଟିକାକରଣ ନିମନ୍ତେ ପଞ୍ଜିକରଣ ବିଷୟରେ ପରିବାର କଲ୍ୟାଣ ନିର୍ଦ୍ଦେଶକଙ୍କ ସୂଚନା ପ୍ରଦାନ କରିଛନ୍ତି | ଆସନ୍ତା ୨୮ରୁ…

ରାଜ୍ୟରେ ଆଜି ୬୨୧୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୨୧୫ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୪୬୯୪ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୬୧୧ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୬୦୪ ଜଣ କ୍ବାରେଣ୍ଟାଇନ୍‌ରେ…

ରାଜ୍ୟବାସୀଙ୍କ ପାଇଁ କରୋନା କବଚ ସାଜିବ ନବୀନଙ୍କ ବାଣୀ

ଭୁବନେଶ୍ୱର : ରାଜ୍ୟ ବଢ଼ିଚାଲିଛି କରୋନା ମହାମାରୀର ସଂକ୍ରମଣ । ଏହାରୀ ମଧ୍ୟରେ ବାହାର ରାଜ୍ୟରୁ ପ୍ରବାସୀ ଶ୍ରମିକ ଓଡିଶା ମୁହାଁ ହୋଇଛନ୍ତି | ତେବେ ସଂକ୍ରମଣକୁ ରୋକିବା ପାଇଁ ଓଡ଼ିଶା ସରକାର ଅନ୍ତଃରାଜ୍ୟ ସୀମା ସିଲ୍ କରିବା ସହ ଯାଞ୍ଚ କଡ଼ାକଡ଼ି କରୁଛନ୍ତି । ବାହାର ରାଜ୍ୟ ତଥା ବିଦେଶରୁ…

ରାଜ୍ୟରେ ୧୦୭୩ଟି କେନ୍ଦ୍ରରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ଟିକା ଅଭାବ ଯୋଗୁଁ ୧ହଜାର ୭୩ଟି କେନ୍ଦ୍ରରେ ଟିକାକରଣ ବନ୍ଦ । ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି କୋଭିଡ ଟିକା ଅଭାବ ଯୋଗୁଁ ୧ହଜାର ୭୩ଟି କେନ୍ଦ୍ରରେ ଟିକାକରଣ ସମ୍ପୂର୍ଣ୍ଣ ଭାବେ ବନ୍ଦ ରହିଛି । ରାଜ୍ୟରେ ୧୫ଶହ ଟି ଟିକାକେନ୍ଦ୍ରରୁ…