Odia News Portal
Browsing Tag

cricket

ଟେଷ୍ଟ କ୍ରିକେଟରୁ ମୋଇନ୍ ଅଲ୍ଲୀଙ୍କ ଅବସର

ଲଣ୍ଡନ: ଇଂଲଣ୍ଡ ଅଲରାଉଣ୍ଡର ମୋଇନ୍ ଅଲ୍ଲୀ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ମୋଇନ୍ ଇଂଲଣ୍ଡ ପାଇଁ ୬୪ଟି ଟେଷ୍ଟ ମ୍ୟାଚ୍ ଖେଳିଛନ୍ତି । ମୋଇନ୍ ୨୦୧୪ରେ ନିଜ ଟେଷ୍ଟ୍ ଡେବ୍ୟୁ କରିଥିଲେ । ସେ ୬୪ଟି ଟେଷ୍ଟ ମ୍ୟାଚ୍ ଖେଳିଥିବା ବେଳେ୨୯୧୪ ରନ୍ ସଂଗ୍ରହ କରିଛନ୍ତି। ଏହି ଫର୍ମାଟରେ ସେ…

ଶେଷ ବଲରେ ଜିତିଲା ଚେନ୍ନାଇ

ଦୁବାଇ: ସୁପର ସଣ୍ଡେରେ ସୁପର ମ୍ୟାଚ୍ । କୋଲକାତାକୁ ହରାଇ ପଏଣ୍ଟ ଟେବୁଲରେ ଟପ ଉଠିଲା ଚେନ୍ନାଇ । ଚେନ୍ନାଇ ଚଳିତ ସଂସ୍କରଣର ଆଇଏପିଏଲ୍ରେ ଏପର୍ୟ୍ୟନ୍ତ ୧୦ଟି ମ୍ୟାଚ୍ ଖେଳିଛି। ଏଥିରୁ ୮ଟି ମ୍ୟାଚ ଜିତିଛି। କୋଲକାତା ମଧ୍ୟ ୧୦ଟି ମ୍ୟାଚ୍ ଖେଳିଛି କିନ୍ତୁ ୪ଟି ମ୍ୟାଚରେ ବିଜୟ ହାସଲ କରିଛି।…

ଆଜି କୋଲକାତା ମୁମ୍ବାଇ ଟକ୍କର

ଦୁବାଇ: ଆଇପିଏଲରେ ଆଜି ହାଇଭୋଲଟେଜ ମ୍ୟାଚ୍ । କୋଲକାତା ନାଇଟ ରାଇଡର୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ । କେକେଆର୍ ନିଜ ପ୍ରଥମ ମ୍ୟାଚ୍ରେ ଶକ୍ତିଶାଳୀ ଆରସିବିକୁ ୯ ୱିକେଟ୍ରେ ହରାଇଥିଲା। ଏଣୁ ମୁମ୍ବାଇ ପାଇଁ ଆସନ୍ତାକାଲିର ମ୍ୟାଚ୍ ନିଶ୍ଚିତ ଭାବେ ଆଉ ଏକ ପରୀକ୍ଷା ନେଇ ଆସିବ। ରୋହିତ…

ରେକର୍ଡ କଲେ ମିଥାଲି ରାଜ୍

ନୂଆଦିଲ୍ଲୀ: ଭାରତୀୟ ମହିଳା ଦଳର ଅଧିନାୟକ ମିଥାଲି ରାଜ ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦିନିକିଆରେ ଚମତ୍କାର ପ୍ରଦର୍ଶନ କରି ତାଙ୍କ କ୍ୟାରିୟରରେ ୨୦ ହଜାର ରନ ପୂରଣ କରିଛନ୍ତି। ମିଥାଲି ପ୍ରଥମ ଶ୍ରେଣୀ କ୍ରିକେଟ, ତାଲିକା ଏ ଏବଂ ଟି -୨୦ରେ ୨୦ ହଜାର ରନ ପୂରଣ କରିଥିଲେ। ଏହା ସହ ସେ ଏହି…

ଫେବୃୟାରୀ ୧୫ରେ ବାରବାଟୀରେ ଭାରତ-ୱେଷ୍ଟଇଣ୍ଡିଜ ଟି-୨୦ ମ୍ୟାଚ

କଟକ: ଦୀର୍ଘ ୨ ବର୍ଷ ପରେ ବାରବାଟୀକୁ ମିଳିଛି ଆନ୍ତର୍ଜାତୀୟ ମ୍ୟାଚ । ବାରବାଟୀକୁ ପୁଣି ଫେରିବ ଆନ୍ତର୍ଜାତିକ କ୍ରିକେଟ । ଆସନ୍ତାବର୍ଷ ଫେବ୍ରୁଆରୀରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଏକ ଟି-୨୦ ମ୍ୟାଚ୍ । ଇଣ୍ଡିଜ ଟିମ୍ ଭାରତ ଗସ୍ତ କରି ୩ଟି ଦିନିକିଆ ଓ ୩ଟି…

ଆଜିଠୁ ଆରମ୍ଭ ଆଇପିଏଲ ମହାକୁମ୍ଭ

ଦୁବାଇ: ଅଧାରେ ରହିଥିଲା । ଆଜିଠୁ ଆରମ୍ଭ ହେବ । ଧନୀ କ୍ରିକେଟ ଲିଗ୍ ଆଇପିଏଲ-୨୦୨୧ର ବାକି ରହିଥିବା ମ୍ୟାଚ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି । ଦ୍ୱିତୀୟ ପର୍ଯ୍ୟାୟ ମ୍ୟାଚ ୟୁଏଇରେ ଆରମ୍ଭ ହେବାକୁ ଯାଉଛି । ତେବେ ଆଜି ପ୍ରଥମ ମ୍ୟାଚରେ ଚେନ୍ନାଇକୁ ଭେଟିବ ମୁମ୍ବାଇ । ଦୁଇଦଳ ମଧ୍ୟରେ କଡା…

ରାତି ପାହିଲେ ଆରମ୍ଭ ହେବ କ୍ରିକେଟର କ୍ରେଜ

ରାତି ପାହିଲେ ପୁଣି ଆରମ୍ଭ ହୋଇଯିବ ଫଟାଫଟ କ୍ରିକେଟର କ୍ରେଜ । ଅର୍ଥାକ କାଲିଠୁ ଆରମ୍ଭ ହେଉଛି ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ । ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗସ ବନାମ ମୁମ୍ବାଇ ଇଣ୍ଡିଆନ୍ସ । କରୋନା ଯୋଗୁଁ ବନ୍ଦ ରହିଥିବା ଅଧା ମ୍ୟାଚ କାଲିଠୁ ଆରମ୍ଭ ହେବ ।…

ଅନିଲ କୁମ୍ବଲେ ପୁଣି ହେବେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍

ଅନୀଲ କୁମ୍ବଲେ ପୁଣି ହୋଇପାରନ୍ତି ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍। ଟି୨୦ ବିଶ୍ୱକପ୍‌ ପରେ ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ଶେଷ ହୋଇଯାଉଛି। ତା’ପରେ ଅନୀଲ କୁମ୍ବଲେଙ୍କୁ ବିସିସିଆଇ ମୁଖ୍ୟ କୋଚ୍ କରିପାରେ ବୋଲି ଚର୍ଚ୍ଚା ଜୋର ଧରିଛି। କୁହାଯାଉଛି, ସୌରଭ…

ପାକିସ୍ତାନ ଯିବନି ନ୍ୟୁଜିଲାଣ୍ଡ ଟିମ୍

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ କ୍ରିକେଟ ଟିମ ସୁରକ୍ଷା କାରଣ ଦର୍ଶାଇ ହଠାତ ପାକିସ୍ତାନ ଗସ୍ତ ବାତିଲ କରି ଦେଇଛି । ରାୱଲପିଣ୍ଡିରେ ପ୍ରଥମ ଦିନିକିଆ ଆରମ୍ଭ ହେବାକୁ ଆଉ ୩୦ ମିନିଟ ବାକି ଥିବା ନ୍ୟୁଜିଲାଣ୍ଡ ଏହି ଘୋଷଣା କରିଥିଲା । ଏହି ଗସ୍ତରେ ୩ ଦିନିକିଆ ଓ ୫ଟି ଟି୨୦ ମ୍ୟାଚ ଖେଳାଯିବା…

ରୋହିତଙ୍କ ବଦଳରେ ଏହି ଖେଳାଳୀଙ୍କୁ ଉପଅଧିନାୟକ କରିବାକୁ ଚାହୁଁଥିଲେ କୋହଲି

ନୂଆଦିଲ୍ଲୀ: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ଟି-୨୦ରୁ ଅଧିନାୟକ ପଦ ଛାଡ଼ିବା ପରେ ସାମ୍ନାକୁ ଆସୁଛି ଗୋଟିଏ ପରେ ପରେ ସତ୍ୟ । ଜାତୀୟ ଗଣମାଧ୍ୟମର ଖବର ମୁତାବକ, କୋହଲି ଚାହୁଁନଥିଲେ କି ରୋହିତ ଉପଅଧିନାୟକ ରୁହନ୍ତୁ । ଏପରିକି ସେ ବିସିସିଆଇ ନିକଟରେ ମଧ୍ୟ ଜଣାଇଛନ୍ତି । ରୋହିତଙ୍କ…