Odia News Portal
Browsing Tag

crime news odisha

ସ୍ୱାମୀକୁ ମାରି ଘରେ ପୋତିଦେଲା ସ୍ତ୍ରୀ

ସ୍ୱାମୀକୁ ମାରି ଘରେ ପୋତିଦେଲା ପତ୍ନୀ । ଏଭଳି ଏକ ଅଭିଯୋଗକୁ ନେଇ ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ଅଭିଯୋଗ ପରେ ଓଡ଼ଗାଁ ପୋଲିସ ପହଞ୍ଚି ମାଟିତଳୁ ମୃତଦେହକୁ ଉଦ୍ଧାର କରିଛି। ନୟାଗଡ଼ ଓଡ଼ଗାଁ କୋମଣ୍ଡ ଗାଁରେ ଏଭଳି ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା ଅନୁଯାୟୀ,…

କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ପ୍ରାଚୀନ ହାତୀ ମୂର୍ତ୍ତି।

ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ଏକ ପ୍ରାଚୀନ ହାତୀ ମୂର୍ତ୍ତି। ଐତିହ୍ୟ ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟ ଫର୍‌ ଆର୍ଟ ଆଣ୍ଡ କଲଚରାଲ ହେରିଟେଜ (ଇନ୍‌ଟାକ)ର ପ୍ରତ୍ନତାତ୍ତ୍ୱିକ-ଐତିହ୍ୟ ସନ୍ଧାନକାରୀ ଦଳ ଏହି ପୁରାତନ ହାତୀ ମୂର୍ତ୍ତିକୁ ସନ୍ଧାନ…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର ଆଲିଆ ଭଟ୍ଟ

ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ନିଯୁକ୍ତ୍‌ ହୋଇଛନ୍ତି। ୨୦୧୨ରେ ବଲିଉଡ୍‌ରେ ପାଦ ଦେଇଥିବା ଆଲିଆ ଖୁବ୍‌ କମ୍‌ ଦିନ ମଧ୍ୟରେ ବେଶ୍‌ ଲୋକପ୍ରିୟ ଓ ସଫଳ ଭାରତୀୟ ଅଭିନେତ୍ରୀ…

ସମଲିଙ୍ଗୀ ବିବାହ ମାନ୍ୟତା

ଭାରତରେ ସମଲିଙ୍ଗୀ ବିବାହକୁ ନେଇ ଆଇନଗତ ଲଢେଇ ଜାରି ରହିଥିବା ବେଳେ ବିଶ୍ୱରେ ଏମିତି ଅନେକ ଦେଶ ରହିଛି ଯେଉଁଠି ଏହାକୁ ମାନ୍ୟତା ମିଳିଛି। ସେହି ଦେଶଗୁଡିକ ହେଉଛି କ୍ୟୁବା, ଆଣ୍ଡୋରା, ସ୍ଳୋଭେନିଆ, ଚିଲି, ସୁଇଜରଲାଣ୍ଡ, କୋଷ୍ଟାରିକା, ଅଷ୍ଟ୍ରିଆ, ତାଇଓ୍ବାନ, ଇକ୍ୱେଡର, ବେଲଜିୟମ, ବ୍ରିଟେନ,…

୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ,ମହାନଦୀ ଜଳବିବାଦ

ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ୍‌ ମଙ୍ଗଳବାରଠାରୁ ଛତିଶଗଡ଼ରେ ୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ କରିଛି। ନଦୀ ତଳମୁଣ୍ଡକୁ କେତେ ଜଳ ପ୍ରବାହିତ ହେଉଛି ଏବଂ ଅଣମୌସୁମୀ ଋତୁରେ ନଦୀରେ କେତେ ଜଳ ଉପଲବ୍ଧ ରହୁଛି ଓ ବ୍ୟବହୃତ ହେଉଛି, ତାହା ଟ୍ରିବ୍ୟୁନାଲ ଆକଳନ କରିବେ। ୩ ଜଣିଆ ଟ୍ରିବ୍ୟୁନାଲଙ୍କୁ…

୨ ଦିନ ସ୍କୁଲ ଛୁଟି

ରାଜ୍ୟରେ ପୁଣି ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ବୁଧବାର ଓ ଗୁରୁବାର ୨ ଦିନ ସ୍କୁଲ ଛୁଟି ରହିବ। ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ବେସରକାରୀ ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨ ଦିନ ବନ୍ଦ…

ଓଜେଏସ୍‌ ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ

ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ…

ସ୍ୱାମୀକୁ ଜାଳିଦେଲା ସ୍ତ୍ରୀ

ସ୍ୱାମୀକୁ କିରାସିନି ଢାଳି ନିଆଁ ଲଗାଇଦେଲା ସ୍ତ୍ରୀ । ଭଞ୍ଜନଗର କୁଲାଡ ଗାଁରେ ପାରିବାରିକ କଳିରୁ ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶରୀରର ୪୦% ପୋଡିଯାଇଥିବାବେଳେ ଅଭିଯୁକ୍ତକୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ବୀଭତ୍ସ ହତ୍ୟା

ସୁନ୍ଦରଗଡ଼ରେ ଗୁଣିଆ ସନ୍ଦେହରେ ବୃଦ୍ଧଙ୍କୁ ବୀଭତ୍ସ ହତ୍ୟା । ଟାଙ୍ଗିଆରେ ହାଣି ହତ୍ୟା ଅଭିଯୋଗ । କିଂଜିରକେଲା ଥାନା ଅନ୍ତର୍ଗତ କୁଲବା ଅଡ଼ାପଡାରେ ଏହି ନିର୍ମମ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ହଳଧର ଭୋଇ । ଏହି ଘଟଣାରେ କିଞ୍ଜିରିକେଲା ଥାନା ପୋଲିସ ମୃତଦେହ ଜବତ କରିବା ସହ ତଦନ୍ତ…

ଶ୍ରୀକ୍ଷେତ୍ରରେ ବୁଲିଲା ପୁଣି ଖଣ୍ଡା, ୩ ଗୁରୁତର

ପୁଣି ପୁରୀରେ ବୁଲିଲା ଖଣ୍ଡା। ସଦର ଥାନା ଅନ୍ତର୍ଗତ କଣ୍ଠପୁରରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଲିଛି ଖଣ୍ଡା । ଆକ୍ରମଣରେ ଉଭୟ ପରିବାରର ତିନିଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତଙ୍କୁ ଚିକିତ୍ସା ପାଇଁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁରୁତର ଆହତଙ୍କ ମଧ୍ୟରେ…