Odia News Portal
Browsing Tag

death

ବଜ୍ରପାତରେ ୩ ମୃତ

ଜଳେଶ୍ୱର: ବିଭିନ୍ନ ସ୍ଥାନରେ ବଜ୍ରାଘାତ ଘଟି ୩ ମହିଳାଙ୍କ ମୃତ୍ୟୁ ଘଟିଛି । ବସ୍ତା ଥାନା ମଥାନୀରେ ବିଲରେ କାମ କରିବା ବେଳେ ଜଣଙ୍କର ମୃତ୍ୟୁ ହୋଇଥିବା ବେଲେ ଶାସନ ଗାଁରେ ବଜ୍ରପାତ ଯୋଗୁଁ ଆଉ ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି । ସେହିଭଳି ଜଳେଶ୍ୱର ସୁଗୋରେ ବିଲରେ କାମ କରୁଥିବା ବେଳେ ଆଉ…

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ କଟକରୁ ୧୭, ବାଲେଶ୍ୱର ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ…

ଆନ୍ଧ୍ରରେ ଓଡ଼ିଆ ଶ୍ରମିକ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶରେ ମାଛ ଫାର୍ମରେ କାମ କରୁଥିବା ବେଳେ ବିଦ୍ୟୁତ ଆଘାତରେ ଆସି ୬ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଗୁଣୁପୁର ଅଞ୍ଚଳ ୬ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଏହି ଖବର ଶୁଣବିା ପରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହାସହ ଶୋକସନ୍ତପ ପରିବାରକୁ…

ନଦୀରେ ବୁଡ଼ି ନାବାଳକ ନିଖୋଜ

ବାଲେଶ୍ୱର: ନଦୀରେ ବୁଡି ନାବାଳକ ନିଖୋଜ । ବାଲିଆପାଳ ଥାନା ସୁବର୍ଣ୍ଣରେଖା ନଦୀରେ ବୁଡି ୧୨ ବର୍ଷର ନାବାଳକ ନିଖୋଜ । କରୋନା କଟକଣା ସତ୍ତ୍ୱେ ନାବାଳକ ଜଣକ ପାଣି ଭାର ନେଇ ନଦୀରେ ବୁଡ ପକାଇବାକୁ ଯାଇଥିଲେ । ଅଗ୍ନିଶମବାହିନୀ ପହଂଚି ଖୋଜାଖୋଜି କରୁଛନ୍ତି । ସୂଚନାମୁତାବକ, ଆଜି ଶ୍ରାବଣ…

ହାଇଦର ମୃତ

ବାଲେଶ୍ୱର: ଗ୍ୟାଙ୍ଗଷ୍ଟାର ହାଇଦର ମୃତ । ପୋଲିସ ଗୁଳିରେ ହାଇଦରର ମୃତ୍ୟୁ ହୋଇଥିବା ସୂଚନା । ସିମୂଳିଆ ନିକଟରେ ତାକୁ ଏନକାଉଣ୍ଟର କରାଯାଇଥିଲା । ବାରିପଦା ଜେଲକୁ ନିଆଯାଉଥିବା ବେଳେ ସେ ଖସି ଯିବାକୁ ଚେଷ୍ଟା କରୁଥିଲା । ପରିସ୍ରା ବାହାନାରେ ଖସିଯିବାକୁ ଚେଷ୍ଟା କରୁଥିବ ବେଳେ ତାକୁ…

ଆଜି ରାଜ୍ୟରେ ୬୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗୋଟିଏ ଦିନରେ ରାଜ୍ୟରେ ୬୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨ ଜଣ ମୃତକ ରହିଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୨୪୧କୁ ବୃଦ୍ଧିପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ…

ଘର ଭିତରୁ ଉଦ୍ଧାର ହେଲା ମା’ ପୁଅଙ୍କ ମୃତଦେହ

ନୟାଗଡ଼: ସନ୍ଦେହ ଘେରରେ ମହିଳା ଏବଂ ତାଙ୍କ ପୁଅଙ୍କ ମୃତ୍ୟୁ । ଘର ଭିତରୁ ମା’ ପୁଅଙ୍କ ମୃତଦେହ ଉଦ୍ଧାର। ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ସଙ୍ଖେଇ ଗାଁରେ ଘଟିଛି ଅଭାବନୀୟ ଘଟଣା। ପୁଅକୁ ମାରିବା ପରେ ମାଆ ମିଲିରାଣୀ ସାହୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ସେପଟେ ଘରେ କେହି ସଦସ୍ୟ…

ସନ୍ଦେହ ଘେରରେ ମହିଳାଙ୍କ ମୃତ୍ୟୁ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ହାତୀବାରୀ ଗ୍ରାମ ଜଙ୍ଗଲ ନିକଟରୁ ଜଣେ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର ହୋଇଛି। ମହିଳାଜଣକ ନିକଟ ହାତୀବାରି ଗ୍ରାମର ବାଦଲ ନାଏକଙ୍କ ସ୍ତ୍ରୀ ମାନିନୀ ନାଏକ (୩୪) ବୋଲି ଜଣାପଡିଛି । ତେବେ ମୃତ୍ୟୁର କାରଣ ବର୍ତ୍ତମାନ ସୁଦ୍ଧା ଜଣା…

କମୁନି କରୋନା ତାଣ୍ଡବ, ଆଜି ରାଜ୍ୟରେ ୬୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦିନକରେ କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୬୬ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାସହ ମୋଟ ମୃତ୍ୟୁ ସଂଖ୍ୟା ୫୦୫୮ରେ ପହଞ୍ଚିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୩।…

ମହାରାଷ୍ଟ୍ରରେ କାନ୍ଥ ଭୁଷୁଡ଼ି ୧୯ ମୃତ

ମୁମ୍ବାଇ: ମହାରାଷ୍ଟ୍ରରେ ବଡ ଧରଣର ଅଘଟଣ । କାନ୍ଥ ଭୁଶୁଡି ୧୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଗତକାଲି ଚେମ୍ବୁରର ଭାରତ ନଗର ଅଞ୍ଚଳରେ ଘଟିଛି ଏହି ଅଘଟଣ । ଭୂସ୍ଶଳନ ଯୋଗୁ କାନ୍ଥ ଭୁଶୁଡି ପଡିଥିବା ଜଣାପଡିଛି । ଘଟଣାସ୍ଥଳରୁ ବର୍ତ୍ତମାନ ସୁଦ୍ଧା ୧୬ଜଣଙ୍କୁ ଆହତ ଅବସ୍ଥାରେ…