Odia News Portal
Browsing Tag

dharmendra pradhan

ପୁରୀ ନାଁ ପରିବର୍ତ୍ତନକୁ ନେଇ ଏମିତି କହିଲେ ଧମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଶ୍ରୀକ୍ଷେତ୍ର ପୁରୀ ସାରା ବିଶ୍ୱରେ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି । ତେବେ ପୁରୀର ନାଁ ପରିବର୍ତ୍ତନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ । ‘ପୁରୀ’ ବଦଳରେ ‘ଜଗନ୍ନାଥ ପୁରୀ’ ହେଲେ ଭଲ ହୁଅନ୍ତା ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ…

ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଆଜି ଆଲୋକର ପର୍ବ ଦୀପାବଳି। ଖୁସି ଏବଂ ଆନନ୍ଦର ପର୍ବ ଦୀପାବଳି। ଗାଁଠୁ ସହର ସବୁଠି ଉତ୍ସର ମାହୋଲ। ଘରେ ଦୀପ ଜାଳି ସବୁଜ ବାଣ ଫୁଟାଇ ଏହି ପର୍ବକୁ ପାଳନ କରନ୍ତୁ। ତେବେ ଦୀପାବଳି ଉପଲକ୍ଷେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ମନ୍ତ୍ରୀ ଧର୍ମେନ୍ଦ୍ର…

ପିୟୁଷ ଗୋଏଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର ପ୍ରଧାନ । ବୟନ ଶିଳ୍ପ କ୍ଷେତ୍ରରେ ଅପାର ସମ୍ଭାବନା ଥିବା ଓଡିଶା ରାଜ୍ୟରେ ପିଏମ୍ ମିତ୍ର ଯୋଜନାରେ ଏକ ଗ୍ରୀନ୍ ଫିଲ୍ଡ ମେଗା ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା କରିବା ପାଇଁ ବିଚାର କରିବାକୁ କେନ୍ଦ୍ର ବୟନ ଶିଳ୍ପ, ବାଣିଜ୍ୟ ଏବଂ…

ନଭେମ୍ବର ୨ରୁ ଭୁବନେଶ୍ୱରରୁ ଜୟପୁର ବିମାନ ସେବା

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨ ତାରିଖରୁ ମନ୍ଦିରମାଳିନୀ ସହର ଭୁବନେଶ୍ୱରରୁ ଗୋଲାପି ସହର ଜୟପୁର(ରାଜସ୍ଥାନ)କୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ ବୋଲି ସୂଚନା ଦେଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସୂଚନାଯୋଗ୍ୟ, ଗତ…

ପିପିଲି ପ୍ରଚାର ମଇଦାନରେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଦିନ ଯେତିକି ପାଖଉଛି ଛାତି ସେତିକି ଧଡ଼ ଧଡ଼ ହେଉଛି । ପିପିଲି ଉପନିର୍ବାଚନ ଜିତିବା ଲାଗି ପ୍ରାର୍ଥୀମାନେ ଲାଗି ପଡ଼ିଛନ୍ତି । ଷ୍ଟାର ପ୍ରଚାରକମାନଙ୍କୁ ନିର୍ବାଚନ ମଇଦାନକୁ ଓହ୍ଲାଇ ଭୋଟରଙ୍କ ମନମୋହିବା ଲାଗି ପ୍ରୟାସ ଜାରି ରଖିଛନ୍ତି ପ୍ରାର୍ଥୀ । ଏହି ଅବସରେ ବିଜେପି ପକ୍ଷରୁ…

ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ: ଶୁକ୍ରବାର ଏକ ବଡ଼ ଘଟଣା କ୍ରମେ ବିଜେପି ଆନୁଷ୍ଠାନିକ ଭାବେ ଆସନ୍ତା ବର୍ଷ ଆରମ୍ଭରେ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ନିଶାଦ ପାର୍ଟି ସହ ମେଣ୍ଟ ଘୋଷଣା କରିଛି। ନିଶାଦ ପାର୍ଟିର ମୁଖ୍ୟ ସଞ୍ଜୟ ନିଶାଦ ବିଜେପି କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ମତ୍ସ୍ୟଜୀବୀଙ୍କ…

ଧମେନ୍ଦ୍ର ପ୍ରଧାନଙ୍କୁ ଉତ୍ତରପ୍ରଦେଶ ପ୍ରଭାରୀ ଦାୟିତ୍ୱ

ନୂଆଦିଲ୍ଲୀ: ନିର୍ବାଚନ ପୂର୍ବରୁ ଧମେନ୍ଦ୍ର ପ୍ରଧାନଙ୍କୁ ଗୁରୁ ଦାୟିତ୍ୱ । ୨୦୨୨ ନିର୍ବାଚନକୁ ଦୃଷ୍ଟିରେ ରଖି ଧମେନ୍ଦ୍ରଙ୍କୁ ଉତ୍ତରପ୍ରଦେଶର ପ୍ରଭାରୀ ଦାୟିତ୍ୱ ଦିଆଯାଇଛି । ୪୦୩ ଟି ଆସନର ଦାୟିତ୍ୱ ପ୍ରଧାନଙ୍କ ଦାଇତ୍ୱରେ ରହିବ । ତେବେ ଦଳ ପକ୍ଷରୁ ପ୍ରଧାନଙ୍କ ଡେପୁଟି ଭାବରେ ଅନୁରାଗ ସିଂ…

ନବୀନଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶାରେ ସ୍ନାତକ(ୟୁଜି) ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ କଲ୍ୟାଣ ଏବଂ କ୍ୟାରିୟରକୁ ଦୃଷ୍ଟିରେ ରଖି ସ୍ନାତକ ଶେଷ ସେମିଷ୍ଟାରର ପରୀକ୍ଷାର ଫାଇନାଲ ମାର୍କସିଟ୍…

ଭୁବନେଶ୍ୱର ଆଇଆଇଟିରେ ଋଷିକୁଲ୍ୟା ଛାତ୍ରାବାସର ଉଦଘାଟନ କରିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର : ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର ଆଇଆଇଟି ଗସ୍ତ କରିଛନ୍ତି। ସେଠାରେ ସେ ଦୁଇଟି ନୂଆ ବିଲ୍ଡିଂର ଉଦଘାଟନ କରିଛନ୍ତି। ଋଷିକୁଲ୍ୟା ଛାତ୍ରାବାସ ଏବଂ ପୁଷ୍ପାଞ୍ଜଳି ଲେକଚର ହଲ କମ୍ପେ୍ଲକ୍ସ ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ। ୧୨୬୦ରୁ…

କର୍ଣ୍ଣାଟକର ପର୍ଯ୍ୟବେକ୍ଷକ ହେଲେ ଧମେନ୍ଦ୍ର

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କୁ ମିଳିଛି ନୂଆ ଦାୟିତ୍ୱ । କର୍ଣ୍ଣାଟକର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛି ବିଜେପି । କର୍ଣ୍ଣାଟକରେ ରାଜନୈତିକତା ଅସ୍ଥିରତାକୁ ଦୃଷ୍ଟିରେ ରଖି ଧମେନ୍ଦ୍ରଙ୍କୁ ଏହି ଗୁରୁଦାୟିତ୍ୱ ଦିଆଯାଇଛି । ତେବେ ସେ ଖୁବଶୀଘ୍ର ବାଙ୍ଗାଲୋର ଯିବେ ।…