Odia News Portal
Browsing Tag

england

ଆଜି ନ୍ୟୁଜିଲାଣ୍ଡକୁ ଭେଟିବ ଇଂଲଣ୍ଡ

ଆବୁଧାବି: ଚଳିତ ଆଇସିସି‌ ଟ୍ବେଣ୍ଟି-୨୦ ବିଶ୍ବକପ୍‌ରେ ବୁଧବାର ପ୍ରଥମ ସେମିଫାଇନାଲ୍ ମ୍ୟାଚ୍‌ ଇଂଲଣ୍ଡ ଏବଂ ନ୍ୟୁଜିଲାଣ୍ଡ୍ ମଧ୍ୟରେ ଖେଳାଯିବ। ୨୦୧୬ ବିଶ୍ବ ‌ଟି-୨୦ ସେମିଫାଇନାଲ୍, ୨୦୧୯ ଦିନିକିଆ ବିଶ୍ବକପ୍‌ ଫାଇନାଲ୍‌ ପରେ ଏବେ ୨୦୨୧ ଟି-୨୦ ବିଶ୍ବକପ୍‌ ସେମିଫାଇନାଲ୍‌। ବିଶ୍ବକପ୍‌ର ଶେଷ…

ଟି-୨୦ ବିଶ୍ୱକପରେ ଆଜି ଅଷ୍ଟ୍ରେଲିଆ-ଇଂଲଣ୍ଡ

ଦୁବାଇ: ଶନିବାର ସୁପର-୧୨ ରାଉଣ୍ଡ୍‌(ଗ୍ରୁପ୍‌-୧)ରେ ଏକ ରୋମାଞ୍ଚକର ମୁକାବିଲା ଦେଖିବାକୁ ମିଳିବ । କ୍ରିକେଟ୍‌ ଜଗତର ଦୁଇ ଶକ୍ତିଶାଳୀ ଦଳ ତଥା ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ପରସ୍ପରକୁ ଭେଟିବେ । ପଏଣ୍ଟ ତାଲିକାରେ ଇଂଲଣ୍ଡ ଶୀର୍ଷ ସ୍ଥାନ ଓ ଅଷ୍ଟ୍ରେଲିଆ ଦ୍ୱିତୀୟ…

ଟି ୨୦ ବିଶ୍ୱକପ, ଆଜି ଭାରତ-ଇଂଲଣ୍ଡ ଅଭ୍ୟାସ ମ୍ୟାଚ

ଆଜି ଭାରତ-ଇଂଲଣ୍ଡ ଅଭ୍ୟାସ ମ୍ୟାଚ । ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତ ୨ଟି ଅଭ୍ୟାସ ମ୍ୟାଚ୍‌ ଖେଳିବ । ଏହି ମ୍ୟାଚ୍‌ ଜରିଆରେ ଭାରତ ଶ୍ରେଷ୍ଠ ଏକାଦଶ ପ୍ରସ୍ତୁତ କରିବାକୁ ପ୍ରୟାସ କରିବ । ଇଂଲଣ୍ଡ ବିପକ୍ଷ ଏହି ଅଭ୍ୟାସ ମ୍ୟାଚରେ ଉଭୟ କେ…

ଟେଷ୍ଟ କ୍ରିକେଟରୁ ମୋଇନ୍ ଅଲ୍ଲୀଙ୍କ ଅବସର

ଲଣ୍ଡନ: ଇଂଲଣ୍ଡ ଅଲରାଉଣ୍ଡର ମୋଇନ୍ ଅଲ୍ଲୀ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି । ମୋଇନ୍ ଇଂଲଣ୍ଡ ପାଇଁ ୬୪ଟି ଟେଷ୍ଟ ମ୍ୟାଚ୍ ଖେଳିଛନ୍ତି । ମୋଇନ୍ ୨୦୧୪ରେ ନିଜ ଟେଷ୍ଟ୍ ଡେବ୍ୟୁ କରିଥିଲେ । ସେ ୬୪ଟି ଟେଷ୍ଟ ମ୍ୟାଚ୍ ଖେଳିଥିବା ବେଳେ୨୯୧୪ ରନ୍ ସଂଗ୍ରହ କରିଛନ୍ତି। ଏହି ଫର୍ମାଟରେ ସେ…

ଆଇପିଏଲରୁ ଓହରିଲେ ୩ ଇଂଲଣ୍ଡ ଖେଳାଳୀ

ନୂଆଦିଲ୍ଲୀ: ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଆଇପିଏଲର ବାକି ମ୍ୟାଚ୍ । ତେବେ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଆଇପିଏଲରୁ ଓହରିଛନ୍ତି ୩ ଇଂଲଣ୍ଡ ଖେଳାଳୀ । ତେବେ ଶେଷ ଟେଷ୍ଟ ବାତିଲ ହେବାପରେ ଏମାନେ ଆଇପିଏଲରୁ ଓହରିଥିବା ଚର୍ଚ୍ଚା ହେଉଛି । ଟି-୨୦ ବିଶ୍ୱକପ ପାଖେଇ ଆସୁଥିବାବେଳେ…

ଟି-୨୦ ବିଶ୍ୱକପ ଲାଗି ଦଳ ଘୋଷଣା କଲା ଇଂଲଣ୍ଡ

ଲର୍ଡସ: ପାଖେଇ ଆସୁଛି ଟି-୨୦ ବିଶ୍ୱକପ । ସମସ୍ତ ଦେଶ ନିଜ ନିଜର ଦଳ ଘୋଷଣା କରୁଛନ୍ତି । ଏହାରି ଭିତରେ ଆଜି ନିଜର ଦଳ ଘୋଷଣା କରିଛି ଇଂଲଣ୍ଡ । ୧୫ ଜଣିଆଁ ଦଳ ଘୋଷଣା କରାଯାଇଛି । ଦଳରେ ଉଭୟ ଅଭିଜ୍ଞ ଓ ଯୁବ ଖେଳାଳୀଙ୍କୁ ସ୍ଥାନ ଦିଆଯାଇଛି । ତେବେ ନଜର ପକାନ୍ତୁ କାହାକୁ ମିଳିଛି ସ୍ଥାନ । …

ବିଜୟ ବାଟରେ ବିରାଟ ବାହିନୀ

ଓଭାଲ: ବିଜୟ ପଥରେ ଭାରତ । ଚତୁର୍ଥ ଟେଷ୍ଟ ବିଜୟ ପଥରେ ରହିଛି ବିରାଟ ବାହିନୀ । ଶେଷ ଦିନରେ ଘରୋଇ ଇଂଲଣ୍ଡକୁ ୨୯୧ ରନର ବିଜୟ ଲକ୍ଷ୍ୟ ରହିଥିଲା । ତେବେ ପ୍ରତମରୁ ଭଲ ବ୍ୟାଟିଂ ଜାରି ରଖିଥିଲେ ଓପନର ବ୍ୟାଟ୍ସମ୍ୟାନ । ୧୦୦ ରନର ପାଟନରସିପ କରିଥିଲେ । ତେବେ ପରେ ଭାରତର ଦୃଢ଼ ବୋଲିଂ ଆଗରେ…

ଚତୁର୍ଥ ଟେଷ୍ଟ: ଟସ୍ ଜିତିଲା ଇଂଲଣ୍ଡ, ବ୍ୟାଟିଂ କରିବ ଭାରତ

ଓଭାଲ: ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ଚତୁର୍ଥ ଟେଷ୍ଟ । ଘରୋଇ ଇଂଲଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାର ନିଷ୍ପତ୍ତି ନେଇଛି । ତେବେ ଭାରତ ପ୍ରଥମେ ବ୍ୟାଟିଂ କରୁଥିବା ବେଳେ ବଡ଼ ସ୍କୋର କରିବ ବୋଲି ଆଶା ରଖିଛନ୍ତି ପ୍ରଂଶସକ । ତେବେ ତୃତୀୟ ଟେଷ୍ଟରେ ଭାରତ ପ୍ରଥମେ ବ୍ୟାଟିଂ କରି ବିପର୍ଯୟର…

ଭାରତର ଦମଦାର ବୋଲିଂ

ଲର୍ଡସ: ଭାରତର ଦମଦାର ବୋଲିଂ । ପ୍ରଥମରୁ ଇଂଲଣ୍ଡର ୱିକେଟର ପତନ ଘଟିଛି । ୨ ଓଭରରେ ୩ ରନ ମଧ୍ୟରେ ୨ଟି ୱିକେଟ ହରାଇଛି ଇଂଲଣ୍ଡ । ପ୍ରତମ ଓଭରରେ ବୁମରା ଗୋଟିଏ ୱିକେଟ ଅକ୍ତିଆର କରିଥିବା ବେଳେ ଦ୍ୱିତୀୟ ଓଭରରେ ସାମି ମଧ୍ୟ ଏକ ୱିକେଟ ଅକ୍ତିଆର କରିଛନ୍ତି । ଭାରତ ଦ୍ୱିତୀୟ ପାଳିରେ ୨୯୮ ରନ…

ଆଜି ଭାରତ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ

ନଟିଂହାମ: ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ହେବ ଦ୍ୱିତୀୟ ଟେଷ୍ଟ । ପ୍ରଥମ ଟେଷ୍ଟ ଡ୍ର ହେବା ପରେ ଦ୍ୱିତୀୟ ମ୍ୟାଚ ବିଜୟ ଲକ୍ଷ୍ୟରେ ରହିଛନ୍ତି ଉଭୟ ଦଳ । ବର୍ଷା ଯୋଗୁଁ ପ୍ରଥମ ମ୍ୟାଚଟି ଡ୍ର ହୋଇଥିଲା । ତେବେ ଦ୍ୱିତୀୟ ମ୍ୟାଚରେ ପୁନର୍ବାର ବର୍ଷା ବାଧକ ସାଜିପାରେ ବୋଲି ମଧ୍ୟ…