Odia News Portal
Browsing Tag

heavy-rain

ପୁଣି ବର୍ଷାରେ ଭିଜିବ ଓଡିଶା

ଓଡ଼ିଶାର ପିଛା ଛାଡୁନି ପଶ୍ଚିମା ଝଡ । ଆଜିଠୁ ପୁଣି ଭିଜିବ ଓଡ଼ିଶା । ପଶ୍ଚିମା ଝଡ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରଭାବ ପଡ଼ିବ ।…

୩ ରୁ ବର୍ଷାରେ ଭିଜିବ ଓଡିଶା,ପୁଣି ବଢିବ ଜାଡ

ଏବେ ରାଜ୍ୟରେ କମିଛି ଶୀତ। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାତ୍ରି ତାପମାତ୍ରା ୩ ରୁ ୫ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇବ। ବଙ୍ଗୋପସାଗର ମଧ୍ୟରୁ ପ୍ରବାହିତ ଉଷ୍ଣ-ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରଭାବରେ ରାତ୍ରି ତାପମାତ୍ରା ବଢିବା ସହ ଶୀତ କମିଛି। ଏପଟେ ପଶ୍ଚିମା ଝଡ ପ୍ରଭାବରେ ଆସନ୍ତା ୩…

ରାଜ୍ୟରେ ୨୧ ରୁ ବର୍ଷା

ପୁଣି ୨୧ରୁ ଓଡିଶାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ ଓ ପୁରୀର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ୨୨ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର…

ଆଜି ଓଡିଶାରେ ପ୍ରବଳ ବର୍ଷା

୧୫ ପର୍ୟ୍ୟନ୍ତ ଓଡିଶାରେ ଜାରି ରହିବ ବର୍ଷା । ନିମ୍ନ ଚାପ ରେଖା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୁଆପଥର ମାଡ଼ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୫ତାରିଖ ସକାଳ ପର୍ୟ୍ୟନ୍ତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା…

କର୍ଣ୍ଣାଟକରେ ବର୍ଷା ବିତ୍ପାତ, ୨୪ ମୃତ

ବାଙ୍ଗାଲୋର: କର୍ଣ୍ଣାଟକରେ ଚଳିତ ମାସ ପ୍ରବଳ ବର୍ଷା ଯୋଗୁ ମୋଟ ୨୪ ଜଣଙ୍କର ମୃତ୍ୟୁ ହୋଇଛି। ୪ ଲକ୍ଷ ହେକ୍ଟରରୁ ଅଧିକ ଜମିରେ ହୋଇଥିବା ଫସଲ ବର୍ଷା ଯୋଗୃଁ କ୍ଷତି ହୋଇଛି। ଏଥିରୁ ୩ ଲକ୍ଷ ୭୯ ହଜାର ୫୦୧ ହେକ୍ଟର ହେଉଛି କୃଷି ଫସଲ ଏବଂ ବାକି ୩୦ ହଜାର ୧୧୪ ଉଦ୍ୟାନ କୃଷି ଫସଲ। …

ଏହି ୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ହାଲକା ବର୍ଷାରେ ଭିଜୁଛି ଓଡ଼ିଶା । ଟ୍ରପ ଲାଇନ୍ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେଉଛି । ଆଜି ଲଘୁଚାପର ରୂପ ନେବ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ । ଲଘୁଚାପର ସିଧାସଳଖ ଓଡ଼ିଶା ଉପରେ ପ୍ରଭାବ ପଡ଼ିବ ନାହିଁ ।…

ଛେଚୁଛି ବର୍ଷା, ଲୋକେ ହନ୍ତସନ୍ତ

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ବର୍ତ୍ତମାନ ତାମିଲନାଡୁ ଉପକୂଳ ଓ ଆଭ୍ୟନ୍ତରୀଣ ଅଂଚଳରେ ସକ୍ରିୟ ରହିଛି । ସେହି ଅଂଚଳରୁ ଗୋଟିଏ ଟ୍ରାପ ଲାଇନ ଓଡିଶା ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ…

୧୬ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୂବନେଶ୍ୱର:ବର୍ଷାକୁ ନେଇ ଭୂବନେଶ୍ୱର ପାଣିପାଗ ବିଭାଗରୁୁ ସୂଚନା । ବଙ୍ଗୋପସାଗର ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ୧୩ ରେ ଆଉ ଏକ ଲଗୁଚାପ । ୧୬ ତାରିଖ ଯାଏଁ ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭବନା ରହିଛି । ସୂଚନା ମୁତାବକ ଗଞ୍ଜାମ,…

ତାମିଲନାଡ଼ୁରେ କମୁନି ବର୍ଷା ବିଭିଷିକା

ଚେନ୍ନାଇ: ବାଦଳ ଫଟା ବର୍ଷାରେ ବେହାଲ ତାମିଲନାଡ଼ୁ । ଯୁଆଡ଼େ ଚାହିଁବ ଖାଲି ପାଣି ପାଣି । ପବନ ସାଙ୍ଗକୁ ବର୍ଷାର ପ୍ରକୋପରେ କବଳିତ ତାମିଲନାଡ଼ୁରେ ଯାଉଛି ଗୋଟିଏ ପରେ ଗୋଟିଏ ମୂଲ୍ୟବାନ ଜୀବନ । ସଦ୍ୟ ସୂଚନା ମୁତାବକ ଏଯାବତ ୧୪ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି । ସେପଟେ ଦକ୍ଷିଣ ବଙ୍ଗୋପସାଗରରେ…

ପାଣି ପାଣି ତାମିଲନାଡ଼ୁ

ଚେନ୍ନାଇ: ପ୍ରବଳ ବର୍ଷା ଯୋଗୁଁ ବେହାଲ ହୋଇପଡିଛି ତାମିଲନାଡୁ। ପାଣିପାଗ ବିଭାଗ କହିବାନୁଯାୟୀ, ଚେନ୍ନାଇ, ତିରୁବଲ୍ଲୱେର, କାଞ୍ଚିପୁରମ ଏବଂ ତିରୁଓ୍ଵନମଲାଇ ସହିତ ପଡୁଚେରୀରେ ମଧ୍ୟ ବର୍ଷା ସତର୍କତା ଜାରି କରାଯାଇଛି। ଲଗାତାର ବର୍ଷା ଯୋଗୁଁ ଲୋକଙ୍କ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପାଣିପାଗ…