Odia News Portal
Browsing Tag

High court

ଶିକ୍ଷାନୁଷ୍ଠାନରେ ହିଜାବ କଟକଣାକୁ କାଏମ ରଖିଲେ କର୍ଣ୍ଣାଟକ ହାଇକୋର୍ଟ

ହିଜାବକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ମଙ୍ଗଳବାର କର୍ଣ୍ଣାଟକ ହାଇକୋର୍ଟଙ୍କ ବହୁ ପ୍ରତୀକ୍ଷିତ ରାୟ ଆସିଛି। ଶିକ୍ଷାନୁଷ୍ଠାନ ଗୁଡିକରେ ହିଜାବ କଟକଣାକୁ ହାଇକୋର୍ଟ କାଏମ ରଖିଛନ୍ତି । ଏହି ମାମଲାର ଶୁଣାଣି କରି କର୍ଣ୍ଣାଟକ ହାଇକୋର୍ଟ କହିଛନ୍ତି ଯେ ହିଜାବ ଇସଲାମରେ ଅନିର୍ବାଯ୍ୟ ନୁହେଁ ଏବଂ…

ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡ ସହ ୨୦ ହଜାର ଜୋରିମାନା

ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ। ୨୦ ବର୍ଷ ଜେଲ ଦଣ୍ଡ ସହ ୨୦ ହଜାର ଜୋରିମାନା ନିର୍ଦ୍ଦେଶ। ଜୋରିମାନା ଅନାଦେୟ ଅଧିକ ୬ ମାସ ଜେଲଦଣ୍ଡ। ରାୟ ଶୁଣାଇଲେ କଟକ ସ୍ୱତନ୍ତ୍ର ପୋକସୋ ଆଡହକ ଫାଷ୍ଟଟ୍ରାକ କୋର୍ଟ। ୨୦୧୮ ଅଗଷ୍ଟ ୧୨ ତାରିଖରେ ଜଗତପୁର ନିମପୁରରେ ଘଟିଥିଲା…

ହିଜାବ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟରେ ଶୁଣାଣି ଜାରି

କର୍ଣ୍ଣାଟକ ହିଜାବ ବିବାଦକୁ ନେଇ ହାଇକୋର୍ଟରେ ଶୁଣାଣି ଜାରି ରହିଛି। ତେବେ ଶୁଣାଣି ପୂର୍ବରୁ ହାଇକୋର୍ଟ ଗଣମଧ୍ୟାମ କୁ ଅପିଲ କରିଛନ୍ତି ଯେ ଏଭଳି ସମ୍ଭେଦନଶୀଳ ମାମଲାରେ ମିଡିଆର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଅନ୍ୟପଟେ ନିର୍ବାଚନ ସମୟରେ ଅଭିଯୋଗକାରୀଙ୍କ ପକ୍ଷରୁ ମାମଲା ଲଢ଼ୁଥିବା ଓକିଲ…

ହାଇକୋର୍ଟରେ ପହଞ୍ଚିଲେ ତପସ୍ୱିନୀଙ୍କ ଶ୍ୱଶୁର

ବହୁଚର୍ଚ୍ଚିତ ବ୍ରହ୍ମପୁର ସୁମିତ-ତପସ୍ୱିନୀ ପାରିବାରିକ କଳହ ମାମଲା । ଏତଲା ଦେବା ପରେ କାର୍ୟ୍ୟାନୁଷ୍ଠାନରେ ବିଳମ୍ବ ନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପ୍ରମୋଦ ସାହୁ । ଗତ ଡିସେମ୍ବର ୨୦ ତାରିଖରେ ତପସ୍ୱିନୀ, ପ୍ରମିଳା ତ୍ରିପାଠୀ ଓ ତାଙ୍କ ୩୦ରୁ ଅଧିକ ସହଯୋଗୀ ଅଭଦ୍ର ଭାଷାରେ ଗାଳି ଦେବା…

ହାଇକୋର୍ଟ ଗଲା ମମିତା ହତ୍ୟା ମାମଲା

କଟକ : ହାଇକୋର୍ଟରେ ପହଞ୍ଚିଛି ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲା। ଏହି ମାମଲାର ସିବିଆଇ ତଦନ୍ତ ଦାବି ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର୍‌ ହୋଇଛି ଏହି ମାମଲା । ପୀଡ଼ିତାଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ଓ ସିବିଆଇ ତଦନ୍ତ…

ଓଡ଼ିଶା ହାଇକୋର୍ଟରେ ତିନି ନୂଆ ବିଚାରପତିଙ୍କ ଶପଥ ଗ୍ରହଣ

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ ମୃଗାଙ୍କ ଶେଖର ସାହୁ, ଜଷ୍ଟିସ୍ ରାଧାକ୍ରିଷ୍ଣ ପଟ୍ଟନାୟକ ଓ ଜଷ୍ଟିସ୍ ଶଶିକାନ୍ତ ମିଶ୍ର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ କନଫରେନ୍ସ ହଲ୍‌ରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ.ମୁରଲୀଧର…

ଶପଥ ଗ୍ରହଣ କଲେ ଓଡ଼ିଶା ହାଇକୋର୍ଟର ଦୁଇ ନୂଆ ବିଚାରପତି

କଟକ: ଓଡିଶା ହାଇକୋର୍ଟର ବିଚାରପତି ଭାବେ ଆଜି ଜଷ୍ଟିସ ଯଶୋବନ୍ତ ସିଂହ ଓ ଜଷ୍ଟିସ ଅରିନ୍ଦମ ସିହ୍ନା ଶପଥ ଗ୍ରହଣ କରିଛନ୍ତି । ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧରନ ଦୁଇ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି । ଏଥିସହ ଓଡିଶା ହାଇକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୧୪ରେ…

ଆସନ୍ତାକାଲି ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ରାୟ ଶୁଣାଣୀ

କଟକ: ହାଇକୋର୍ଟରେ ମୂର୍ତ୍ତି ଉଚ୍ଚତା ବିବାଦ ମାମଲାର ଶୁଣାଣି ଶେଷ ହୋଇଛି । ଆସନ୍ତାକାଲି ରାୟ ଶୁଣାଇବେ ହାଇକୋର୍ଟ । ତେବେ ମୂର୍ତ୍ତି ଉଚ୍ଚତା ବିବାଦକୁ ନେଇ ବାଲୁବଜାର ପୂଜା କମିଟି ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ । ପୂଜା କମିଟି ଏସଆରସିଙ୍କ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ କରି ହାଇକୋର୍ଟର…

ହାଇକୋର୍ଟ ଗଲା ମୂର୍ତ୍ତି ଉଚ୍ଚତା ବିବାଦ ମାମଲା

କଟକ: ହାଇକୋର୍ଟ ଗଲା ମୂର୍ତ୍ତି ଉଚ୍ଚତା ବିବାଦ ମାମଲା । କଟକ ବାଲୁ ବଜାର ପୂଜା କମିଟି ପକ୍ଷରୁ ମାମଲା ଦାୟର କରାଯାଇଛି । ୫ ଶହ ର୍ବେର ପରମ୍ପରା ବଜାୟ ରଖିବା ଲାଗି ଆବେଦନ କରାଯାଇଛି । ମାମଲାରେ ମୁଖ୍ୟ ଶାସନ ସଚିବ ଓ ଏସଆରସି ପକ୍ଷଭୂକ୍ତ କରାଯାଇଛି । ସୂଚନା ଥାଉକି, କରୋନା କଟକଣାକୁ…

ରଥଯାତ୍ରା: ହସ୍ତକ୍ଷେପ କଲେନି ହାଇକୋର୍ଟ

କଟକ: ପୁରୀ ବ୍ୟତିତ ଅନ୍ୟ ଜାଗାରେ ରଥଯାତ୍ରା ନେଇ ଉଠିଥିଲା ପ୍ରସଙ୍ଗ । ଆଜି ଏହାକୁ ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ । ଏସମ୍ପର୍କରେ ସରକାରୀ ନିର୍ଦ୍ଦେଶନାମାରେ ହସ୍ତକ୍ଷେପ ପାଇଁ ମନାକଲେ । କେନ୍ଦ୍ରାପଡ଼ା ଓ ଭଟଲୀରେ ରଥଯାତ୍ରା ଲାଗି ୫ଟି ମାମଲା ହୋଇଥିଲା । କେନ୍ଦ୍ରାପଡ଼ା ଲାଗି ୪ଟି…